Posted inଜାତୀୟ

୨୦୨୦ର ପ୍ରଥମ ଦିନରେ ମାଲ୍ୟାଙ୍କୁ ଝଟ୍‌କା: ନିଲାମ ହେବ ସମ୍ପତ୍ତି

ମୁମ୍ବାଇ,୧।୧: ନୂଆବର୍ଷ ୨୦୨୦ର ପ୍ରଥମ ଦିନରେ ପଳାତକ ଘୋଷିତ ୟୁବିଗ୍ରୁପ୍‌ର ଅଧ୍ୟକ୍ଷ ବିଜୟ ମାଲ୍ୟାଙ୍କୁ ବଡ଼ ଝଟ୍‌କା ମିଳିଛି। ମୁମ୍ବାଇର ସ୍ବତନ୍ତ୍ର ପିଏମ୍‌ଏଲ୍‌ଏ କୋର୍ଟ  ମାଲ୍ୟାଙ୍କ ସମ୍ପତ୍ତି ନିଲାମ ପାଇଁ ଏସ୍‌ବିଆଇ ଏବଂ ଅନ୍ୟ ବ୍ୟାଙ୍କଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ନିଲାମ ଟଙ୍କାରେ ମାଲ୍ୟାଙ୍କ ଅନାଦେୟ ଋଣର ପୈଠ ହେବ। ତେବେ ଏହି ରାୟ ପିଏମ୍‌ଏଲ୍‌ଏ କୋର୍ଟ ପକ୍ଷର ଉପରେ ଜାନୁୟାରୀ ୧୮ ପର୍ଯ୍ୟନ୍ତ ରୋକ ଲଗାଯାଇଛି। ଏହି ସମୟ ମଧ୍ୟରେ ମାଲ୍ୟା ବମ୍ବେ ହାଇକୋର୍ଟରେ ଅପିଲ୍‌ କରିପାରିବେ। ସୂଚନାଯୋଗ୍ୟ, ଚଳିତ ମାସରେ ଲଣ୍ଡନ କୋର୍ଟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ନେଇ ରାୟ ଦେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ATM ଟଙ୍କା ଉଠାଇବା ଫେଲ୍‌ ହେଲେ ଦୈନିକ ୧୦୦ ଟଙ୍କା କ୍ଷତିପୂରଣ: RBI ବଦଳାଇଲା ୫ଟି ବଡ଼ ନିୟମ

ମୁମ୍ବାଇ,୨୮।୫: ଯଦି ଆପଣ ବ୍ୟାଙ୍କ ଋଣର ଇଏମଆଇ (EMI) ପରିଶୋଧ କରୁଛନ୍ତି, ଏଟିଏମ (ATM) ବ୍ୟବହାର କରୁଛନ୍ତି କିମ୍ବା ମୋବାଇଲ ବ୍ୟାଙ୍କିଙ୍ଗ ଜରିଆରେ ଅନଲାଇନ କାରବାର କରୁଛନ୍ତି,…

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri