Posted inଜାତୀୟ

୨୦୨୦ ନଭେମ୍ବରରେ ରାଜ୍ୟ ସଭାରେ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ସମ୍ଭାବନା

ନୂଆଦିଲ୍ଲୀ,୨୮।୫: ଦେଶର ୧୭ତମ ଲୋକ ସଭାରେ ଭାଜପା ନେତୃତ୍ୱାଧୀନ ଏନଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ତେବେ ରାଜ୍ୟ ସଭାରେ ଏବେ ଏନ୍‌ଡିଏର ୧୦୨ ସଦସ୍ୟ ଅଛନ୍ତି। ସେହିପି ୟୁପିଏର ୬୫ ସଦସ୍ୟ ଅଛନ୍ତି। ରାଜ୍ୟସଭାରେ ସଂଖ୍ୟା ଗରିଷ୍ଠତା ହାସଲ ପାଇଁ ୧୨୩ ସଦସ୍ୟ ରହିବା ଆବଶ୍ୟକ। ୨୦୧୯ର ରାଜ୍ୟ ସଭାର ୧୦ଟି ଆସନ ଖାଲି ହେବ। ସେହିପରି ୨୦୨୦ରେ ୭୨ ଆସନ ଖାଲି ହେବ। ସେଥିମଧ୍ୟରୁ ଏପ୍ରିଲ୍‌ରେ ୫୫, ଜୁନ୍‌ରେ ୫, ଜୁଲାଇରେ ଗୋଟିଏ ଏବଂ ନଭେମ୍ବରରେ ୧୧ଟି ଆସନ ଖାଲି ହେବ। ଏପରିସ୍ଥଳେ ଏନ୍‌ଡିଏ ମହାରାଷ୍ଟ୍ର, ହରିୟାଣା, ଝାଡ଼ଖଣ୍ଡରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନରେ ଆବଶ୍ୟକ ସଦସ୍ୟ ଯୋଗାଡ଼ କରିବାକୁ ସକ୍ଷମ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ

ମୁମ୍ବାଇ,୧୪।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକ। ରବିବାର ସେ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଆତ୍ମହତ୍ୟାର କାରଣ...

ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭଙ୍ଗା, ମାଙ୍କଡ଼ ନାମରେ ମାମଲା

ଭୋପାଳ,୧୧।୩: ମଧ୍ୟପ୍ରଦେଶର ଗୁରୁଜରବର୍ଡିଆ ଗ୍ରାମରେ ଥିବା ଏକ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି। ଅନୁସନ୍ଧାନ ପରେ ପୋଲିସ...

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ରେ ନିଆଁ

ମୁମ୍ବାଇ,୯।୧୦: ମୁମ୍ବାଇର ଏକ ଲୋକାଲ୍‌ ଟ୍ରେନ୍‌ରେ ବୁଧବାର ସକାଳେ ନିଆଁ ଲାଗି ଯାଇଥିବା ଜଣାପଡିଛି। ପନବେଲ ଯାଉଥିବା ଏହି ଟ୍ରେନ୍‌ରେ ଓ୍ବାସି ରେଲଓ୍ବେ ଷ୍ଟେଶନରେ ନିଆ...

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜଧାନୀରେ ମେଟ୍ରୋ ଟ୍ରେନ୍‌ ସେବା ବନ୍ଦ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସହ ଲଢିବାକୁ ଏବେ ସମସ୍ତେ ପ୍ରସ୍ତୁତ। ଏହାର ଭୟାବହତା ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାକୁ ନେଇ ସାରା...

୨୦୬ ଦିନ ପରେ ସର୍ବନିମ୍ନ ସକ୍ରିୟ ମାମଲା…

ନୂଆଦିଲ୍ଲୀ,୯।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ...

ଇସ୍ତଫା ଦେବା ପରେ ଭାଇରାଲ ହେଉଛି ହାର୍ଦ୍ଦିକଙ୍କ ପୁରୁଣା ଟୁଇଟ୍‌

ଗାନ୍ଧିନଗର,୧୮ ।୫: ଗୁଜରାଟରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟକା ଲାଗିଛି । ରାଜ୍ୟରେ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ଥିବା ହାର୍ଦ୍ଦିକ ପଟେଲ...

ମାର୍ଚ୍ଚ ସୁଦ୍ଧା ମାଓବାଦୀ ପ୍ରବଣ ଜିଲାରେ ଖୋଲିବ ପୋଷ୍ଟଅଫିସ୍‌

ନୂଆଦିଲ୍ଲୀ, ୩୦।୧୨: ଦେଶର ୯୦ ମାଓବାଦୀ ପ୍ରବଣ ଜିଲାରେ ପୋଷ୍ଟ ଅଫିସ୍‌ର ୪,୯୦୩ ନୂଆ ଶାଖା ଖୋଲିବା ଲାଗି ଡାକ ବିଭାଗ ଏବଂ ଯୋଗାଯୋଗ ଓ...

ରେଲଓ୍ବେ ଏବେ ଖାଲି ପ୍ଲାଷ୍ଟିକ ବୋତଲ ବଦଳରେ ଦେବ ୫ ଟଙ୍କା

ନୂଆଦିଲ୍ଲୀ,୨୭।୭: ଦିନକୁ ଦିନ ପ୍ଲାଷ୍ଟିକର ବ୍ୟବହାର ବଢିଥିବା ବେଳେ ଏହାକୁ ନେଇ ପରିବେଶ ପ୍ରଦୂଷଣର ମାତ୍ରା ମଧ୍ୟ ବଢିବାରେ ଲାଗିଛି। ଏହି ଅସୁବିଧାରୁ ମୁକ୍ତି ପାଇବା...

Advertisement
Archives

Model This Week