୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଓଡିଶା ଆଦର୍ଶ ବିଦ୍ୟାଳୟର ଗଭର୍ଣ୍ଣିଂ ବଡିର ବୈଠକ ଶେଷ ହୋଇଛି। ଲୋକସେବା ଭବନଠାରେ ବସିଥିବା ଏହି ବୈଠକରେ ମାର୍ଚ୍ଚ ୨୦୨୦ ମାର୍ଚ୍ଚ ସୁଦ୍ଧା ୩୬ଟି ନୂଆ ଆଦର୍ଶ ବିଦ୍ୟାଳୟ ଖୋଲିବ ବୋଲି ନିଷ୍ପତି ନିଆଯାଇଛି। ଭୁବନେଶ୍ୱର ସମେତ ୩୬ଟି ବ୍ଲକରେ ନୂଆ ଆଦର୍ଶ ବିଦ୍ୟାଳୟ ଖୋଲାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ବିଦ୍ୟାଳୟଗୁଡିକରେ ଆସନ୍ତା ବର୍ଷ ମାର୍ଚ୍ଚରୁ ପାଠପଢା ଆରମ୍ଭ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି॥ ବର୍ତ୍ତମାନ ରାଜ୍ୟର ୨୧୪ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଛାଲୁଛି। ଅବଶିଷ୍ଟ ୬୪ବ୍ଲକରେ ଖୁବଶୀଘ୍ର ଆଦର୍ଶ ବିଦ୍ୟାଳୟ ଖୋଲାଯିବ। ଏହାସହ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ଆଦର୍ଶ ବିଦ୍ୟାଳୟ ଖୋଲିଯିବାର ଯୋଜନା କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପଲସରରେ ଆସି ଝାମ୍ପିନେଲେ ଚେନ୍‌

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଝିଅକୁ ସ୍କୁଲରେ ଛାଡି ଘରକୁ ଫେରୁଥିବା ବେଳେ କଳା ପଲସରରେ ପଛରୁ ଆସି ସୁନା ଚେନ ଝାମ୍ପି ନେଲେ ଲୁଟେରା। ଏଭଳି ଘଟଣା ଘଟିଛି...

ନାବାଳକ ପୁଅ ସମ୍ମୁଖରେ ମା’ଙ୍କୁ ଅସଦାଚରଣ : ଅଭିଯୁକ୍ତଙ୍କୁ ଛାଡ଼ି ନାବାଳକଙ୍କୁ ୩୦ ଘଣ୍ଟା ଅଟକ ରଖିଲା ପୋଲିସ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ନାବାଳକଙ୍କ ସମ୍ମୁଖରେ ତାଙ୍କ ମା’ଙ୍କୁ ଅସଦାଚରଣ। ପ୍ରତିରୋଧ କରିବାରୁ ନାବାଳକଙ୍କୁ ଆକ୍ରମଣ। ପରେ ଆକ୍ରଣକାରୀ ଓ ନାବାଳକଙ୍କ ମଧ୍ୟରେ ମାର୍‌ପିଟ୍‌। ହେଲେ ଅସଦାଚରଣ...

ମାଲକାନଗିରିରେ ଭାଜପାର ଆଦିତ୍ୟ ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ରହିଛନ୍ତି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ ସୋଢ଼ିଙ୍କୁ ୩୧୨୩ ଓ...

ସ୍କୁଲ ହଷ୍ଟେଲର ୯ ଛାତ୍ର ପଜିଟିଭ

ଉମରକୋଟ,୪ା୪: ନବରଙ୍ଗପୁର ଜିଲାରୁ ଦିନକରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରବିବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ଉମରକୋଟ ଡୋଙ୍ଗ୍ରିଗୁଡ଼ାସ୍ଥିତ ଗୁରୁକୃପା...

ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି।...

ସୀମାରେ ଅଟକିଛି ଶତାଧିକ କୋଇଲା ଟ୍ରକ୍‌

ଝାରସୁଗୁଡ଼ା ଅଫିସ/ସୁନ୍ଦରଗଡ଼/ହେମଗିର,୧୬ା୧୦(ଡି.ଏନ୍‌.ଏ.): କୋଇଲା ପରିବହନ ଭଡ଼ା ଓ ଲୋଡିଂ କ୍ଷେତ୍ରରେ ଛତିଶଗଡ଼ ରାୟଗଡ଼ ଅଞ୍ଚଳର କୋଇଲା ଟ୍ରକ୍‌ଗୁଡିକୁ ପାତରଅନ୍ତର କରାଯାଉଥିବା ଅଭିଯୋଗ କରାଯାଇଛି। ଏହି ପରିପ୍ରେକ୍ଷୀରେ...

ହାଡ଼ଭଙ୍ଗା ଚିକିତ୍ସାଳୟରେ ଚାଲିଥିଲା ବେଆଇନ ଗର୍ଭପାତ: ନୟାଗଡ଼ ଟାଉନ ଥାନା ପୋଲିସର ଚଢ଼ାଉ; ଦୁଇ ଅଟକ

ନୟାଗଡ଼ ଅଫିସ,୨ା୬- ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପଛପଟେ ଥିବା ଏକ ହାଡ଼ଭଙ୍ଗା ଚିକିତ୍ସାଳୟ ( କ୍ଲିନିକ୍‌)ରେ ଚାଲୁଥିଲା ବେଆଇନ୍‌ ଗର୍ଭପାତ। ଶନିବାର ବିଳମ୍ବିତ ରାତ୍ରିରେ...

ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୯: ଉତ୍ତର-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍‌ ସର୍କୁଲେସନ୍‌ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ...

Advertisement
Archives

Model This Week