Posted inଜାତୀୟ

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍‌ ବଡ଼ିସ୍କାନର ଦ୍ୱାରା କେବଳ ଧାତବ ପଦାର୍ଥ ସମ୍ପର୍କରେ ସୂଚନା ମିଳିପାରୁଛି। ମାତ୍ର ବଡ଼ିସ୍କାନର ସହାୟତାରେ ଉଭୟ ଧାତବ ତଥା ଅଣ-ଧାତବ ପଦାର୍ଥ ସମ୍ପର୍କରେ ସୂଚନା ମିଳିପାରିବ ବୋଲି ବେସାମରିକ ବିମାନ ଚଳାଚଳ ସୁରକ୍ଷା ବ୍ୟୁରୋ ପକ୍ଷରୁ କୁହାଯାଇଛି। ଏବେ ଦେଶରେ ୧୦୫ଟି ବିମାନବନ୍ଦର ଥିବାବେଳେ ସେଥିମଧ୍ୟରୁ ୨୮ଟି ଅତି ସମ୍ବେଦନଶୀଳ ବନ୍ଦର ଭାବେ ଚିହ୍ନଟ ହୋଇଛି। ସେହିପରି ୫୬ ବନ୍ଦରକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ସମ୍ବେଦନଶୀଳ ତଥା ଅତି ସମ୍ବେଦନଶୀଳ ବିମାନ ବନ୍ଦରରେ ମାର୍ଚ୍ଚ ୨୦୨୦ ସୁଦ୍ଧା ବଡ଼ି ସ୍କାନର ଲଗାଯିବ। ସେହିପରି ଅବଶିଷ୍ଟ ବନ୍ଦରରେ ୨୦୨୧ ମାର୍ଚ୍ଚ ସୁଦ୍ଧା ଏହି ବ୍ୟବସ୍ଥା ସ୍ଥାପିତ କରାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୨ ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା: ମୋଦି ସରକାରଙ୍କୁ ଚେତାବନୀ ଦେଲା ସ୍ବଦେଶୀ ଜାଗରଣ ମଞ୍ଚ

ପୁଣେ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶର ୯୨ଟି ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଯୋଜନା କରିଛନ୍ତି। ଏସବୁ କମ୍ପାନୀ ମଧ୍ୟରେ...

ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା...

ହୋମ ଆଇସୋଲେସନ୍‌ ପାଇଁ ଆସିଲା ନୂଆ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୬।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସରକାର ହୋମ ଆଇସୋଲେସନ ପାଇଁ ସଂଶୋଧିତ ଗାଇଡଲାଇନ ଜାରି କରିଛନ୍ତି। ପୂର୍ବରୁ କରୋନା ଆକ୍ରାନ୍ତଙ୍କୁ...

ସ୍ପେଶାଲ କୋର୍ଟରେ ଚିଦାମ୍ବରମ୍‌ ଏବଂ କାର୍ତ୍ତିଙ୍କ ଆଗୁଆ ଜାମିନ୍‌ ମଞ୍ଜୁର

ନୂଆଦିଲ୍ଲୀ,୫।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ଏବଂ ତାଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ଙ୍କ ଆଗୁଆ ଜାମିନ୍‌ ଦିଲ୍ଲୀର ସିବିଆଇ ସ୍ପେଶାଲ କୋର୍ଟ ଗୁରୁବାର ମଞ୍ଜୁର କରିଛନ୍ତି।...

ମୋଦିଙ୍କୁ ପ୍ରଶଂସା କଲା ଟାଇମ୍‌ ମାଗାଜିନ୍‌

ନୂଆଦିଲ୍ଲୀ,୨୯।୫: ଟାଇମ୍‌ ମାଗାଜିନ୍‌ ନରେନ୍ଦ୍ର ମୋଦିଙ୍କ ବିପୁଳ ବିଜୟ ପରେ ଏହାର ସ୍ବର ବଦଳାଇଛି। ଏବେ ଏହା ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଉଠିଛି। ପୂର୍ବରୁ ଲୋକ...

ସ୍ବଦେଶୀ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା: ଆମେରିକା-ରୁଷ୍‌-ଚାଇନା ସହିତ ସମକ୍ଷକ ଭାରତ

ନୂଆଦିଲ୍ଲୀ, ୧୦।୧୨: ଦେଶରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ନାଭିଗେଶନ ସିଷ୍ଟମ୍‌ ‘ନାଭଆଇସି’କୁ ମାନ୍ୟତା ମିଳିଛି। ଏହାଦ୍ୱାରା ଆମେରିକା,ରୁଷ୍‌ ଏବଂ ଚାଇନା ସହିତ ଭାରତ ସମକ୍ଷକ ହୋଇପାରିଛି।...

ସହରରୁ ଗାଁ କରୋନା କାୟା

ନୂଆଦିଲ୍ଲୀ,୧୫ା୫: ଗ୍ରାମାଞ୍ଚଳର ଲୋକେ ଅସୁସ୍ଥ ହେଲେ ଉନ୍ନତ ସ୍ବାସ୍ଥ୍ୟସେବା ଆଶାରେ ସହରକୁ ଚିକିତ୍ସା ପାଇଁ ଯାଇଥାଆନ୍ତି। କିନ୍ତୁ ବଡ଼ ବଡ଼ ସହରରେ ମହାମାରୀର ଦ୍ୱିତୀୟ ଲହର...

ଦିଲ୍ଲୀ ପରେ ଏହି ରାଜ୍ୟରେ ଆରମ୍ଭ ହେଲା ଅନ୍‌ଲକ ପ୍ରକ୍ରିୟା

ଲକ୍ଷ୍ନୌ, ୩୦।୫: କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଅର୍ଥନୈତିକ କାରବାର ଆରମ୍ଭ କରିବା ନେଇ ଉତ୍ତରପ୍ରଦେଶରେ ପର୍ଯ୍ୟାୟ କ୍ରମେ ଲକ୍‌ଡାଉନ କଟକଣା କୋହଳ କରିବାକୁ ରାଜ୍ୟ ସରକାର...

Advertisement
Archives

Model This Week