Posted inଜାତୀୟ

୨୦୨୧ରେ ପଶ୍ଚିମବଙ୍ଗରୁ ମୂଳପୋଛ ହେବ ତୃଣମୂଳ କଂଗ୍ରେସ: ବାବୁଲ୍‌ ସୁପ୍ରିୟୋ

କୋଲକାତା,୨୧।୭: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସର ଦିନ ଶେଷ ହେବାକୁ ବସିଛି। ଆସନ୍ତା ୨୦୨୧ ବିଧାନସଭା ନିର୍ବାଚନରେ ଏହା ରାଜ୍ୟରୁ ମୂଳପୋଛ ହେବ ବୋଲି ଜଙ୍ଗଲ ଓ ପରିବେଶ ରାଷ୍ଟ୍ରମନ୍ତ୍ରୀ ବାବୁଲ୍‌ ସୁପ୍ରିୟୋ ରବିବାର ଟୁଇଟ୍‌ କରିଛନ୍ତି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହିଂସାକାଣ୍ଡ ଘଟାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ସେ ଅଭିଯୋଗ କରିଛନ୍ତି। ତୃଣମୂଳ ୨୦୧୯ରେ ଅଧା ମୂଳପୋଛ ହୋଇଥିବାବେଳେ ୨୦୨୧ରେ ସମ୍ପୂର୍ଣ୍ଣ ମୂଳପୋଛ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଉତ୍ସବରେ ସାମିଲ ହେବେ ମାତ୍ର ଶହେ ଜଣ: ବ୍ୟାଣ୍ଡବାଜା, ଡିଜେ ଉପରେ ଲାଗିଲା ପ୍ରତିବନ୍ଧକ

ଲକ୍ଷ୍ନୌ,୨୩।୧୧: ଦେଶରେ କରୋନା ଭାଇରସ୍‌ ମହାମାରୀ ଆତଙ୍କ ଜାରି ରହିଛି। ଦିଲ୍ଲୀ, ଗୁଜରାଟ ସମେତ କେତେକ ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ବୃଦ୍ଧି ପାଇବାରେ...

ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା-ରାହୁଲ

ନୂଆଦିଲ୍ଲୀ,୨ ।୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ୨ ମାସ ହେବ ବିଭିନ୍ନ ରାଜ୍ୟର କୃଷକ ଦିଲ୍ଲୀ ସୀମାରେ ଆନ୍ଦୋଳନରେ...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର...

ରସଗୋଲାର ସ୍ବାଦ ଏବଂ ଆକାର ଦ୍ୱାରା ପାଠ ପଢୁଛନ୍ତି ଛାତ୍ରୀ

ଭୋପାଳ,୨।୭: ପାଠ ପଢିବା ପାଇଁ ଖାତା ବହି, ସିଲଟ, କଲମ ଅବା ପେନସିଲ୍‌ ଆବଶ୍ୟକ ହୋଇଥାଏ। ତେବେ ମଧ୍ୟପ୍ରଦେଶ ଖଣ୍ଡଓ୍ବା ଜିଲାରେ ଥିବା ଏକ ପ୍ରାଥମିକ...

ଦିଲ୍ଲୀରେ ‘ବିଟିଂ ଦ ରିଟ୍ରିଟ୍‌’ ଉତ୍ସବ ସମାପନ

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀର ରାଜପଥରେ ବୁଧବାର ସନ୍ଧ୍ୟାରେ ‘ବିଟିଂ ଦ ରିଟ୍ରିଟ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ରାଇସିନା ରୋଡ୍‌ସ୍ଥିତ ରାଷ୍ଟ୍ରପତି ଭବନ ସାମ୍ନାରେ ଏହାର ପ୍ରଦର୍ଶନ ସହ...

ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଦେଶ

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ଏହି ଅବସରରେ ବହୁ ପ୍ରତିଷ୍ଠିତ ବ୍ୟକ୍ତି କଳାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।...

କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ବନ୍ଦ: ପ୍ରଭାବିତ ଘରକୁ କରାଯିବ ସିଲ୍‌

ବେଙ୍ଗାଲୁର, ୧୪।୬: କର୍ନାଟକରେ କରୋନା ମହାମାରୀ ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏହି ଯୋଜନା ଅନୁସାରେ ବେଙ୍ଗାଲୁର୍‌ ସହରରେ...

ଡାକ୍ତରଙ୍କୁ ଠିକ୍‌ ସମୟରେ ଦରମା ଦିଅ

ନୂଆଦିଲ୍ଲୀ, ୧।୮(ପି.ଟି.): କରୋନା ରୋଗୀଙ୍କ ଚିକିତ୍ସାରେ ନିୟୋଜିତ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କୁ ଠିକ୍‌ ସମୟରେ ବେତନ ପ୍ରଦାନ କରିବା ନିର୍ଦ୍ଦେଶନାମାକୁ ମହାରାଷ୍ଟ୍ର, ପଞ୍ଜାବ, କର୍ନାଟକ...

Advertisement


Archives

Model This Week