Posted inଜାତୀୟ

୨୦୨୧ରେ ହେବ ଚମତ୍କାର

ଚେନ୍ନାଇ,୨୨-୧୧:୨୦୨୧ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ବେଳେ ରାଜ୍ୟ ରାଜନୀତିରେ ଚମତ୍କାର ହେବ ବୋଲି ଗୁରୁବାର ସୁପରଷ୍ଟାର ରଜନୀକାନ୍ତ ଦୋହରାଇଛନ୍ତି। ଜାତି, ସମ୍ପ୍ରଦାୟ ଓ ଆଧ୍ୟାମତ୍ିକ ରାଜନୀତି କେବେ କାମ କରିବନାହିଁ ବୋଲି ମନ୍ତ୍ରୀ ଡି. ଜୟକୁମାର ମନ୍ତବ୍ୟ ଦେଇଥିବାବେଳେ ଏହାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରି ରଜନୀକାନ୍ତ ଏପରି କହିଛନ୍ତି। ଆସନ୍ତାବର୍ଷ ନିଜ ରାଜନୈତିକ ଦଳ ଆରମ୍ଭ କରିବାକୁ ଯାଉଥିବା ରଜନୀକାନ୍ତ ପୂର୍ବରୁ କହିସାରିଛନ୍ତି ଯେ, ତାଙ୍କ ଦଳ ଆଧ୍ୟାମତ୍ିକ ରାଜନୀତି ଉପରେ ଗୁରୁତ୍ୱ ଦେବ। ତାମିଲନାଡ଼ୁର ଜନସାଧାରଣ ଚମତ୍କାର ଓ ବିସ୍ମୟକୁ ୧୦୦% ସୁନିଶ୍ଚିତ କରିବେ ବୋଲି ଚେନ୍ନାଇ ବିମାନବନ୍ଦରରେ କହିଛନ୍ତି। ଆବଶ୍ୟକ ହେଲେ ରଜନୀକାନ୍ତ ଓ ଅଭିନେତାରୁ ରାଜନେତା ସାଜିଥିବା କମଲ ହାସନ ରାଜନୀତିରେ ହାତ ମିଳାଇବେ ବୋଲି ସଙ୍କେତ ଦେଇସାରିଛନ୍ତି। ଅନ୍ୟପକ୍ଷରେ ଶାସକ ଏଆଇଏଡିଏମ୍‌କେ ପୁନର୍ବାର କ୍ଷମତାକୁ ଫେରିବ ବୋଲି ରଜନୀକାନ୍ତ କହିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri