Posted inଜାତୀୟ

୨୦୨୧ରେ ହେବ ଡିଜିଟାଲ ଜନଗଣନା: ଶାହ

ନୂଆଦିଲ୍ଲୀ,୨୩।୯: ଆସନ୍ତା ୨୦୨୧ରେ ଦେଶରେ ଡିଜିଟାଲ ଜନଗଣନା କରାଯିବ। ଏଥିରେ ମୋବାଇଲ୍‌ ଆପ୍‌ ବ୍ୟବହୃତ ହେବ। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ଏହା ସହିତ ଏକ ବିଭିନ୍ନ କ୍ଷେତ୍ରରେ ବ୍ୟବହୃତ ହେଉଥିବା ବହୁବିଧ ପରିଚୟ ପତ୍ର ପ୍ରସ୍ତୁତି ନେଇ ପ୍ରସ୍ତାବ ଦେଇଛନ୍ତି। ଏଥିରେ ଆଧାର, ଭୋଟର କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାସପୋର୍ଟ, ବ୍ୟାଙ୍କ ଅକାଉଣ୍ଟ୍‌ ଆଦି ସମସ୍ତ ତଥ୍ୟ ରହିପାରିବ। ଦେଶର ୧୪୦ ବର୍ଷ ଇତିହାସରେ ପ୍ରଥମ କରି ମୋବାଇଲ୍‌ ଆପ୍‌ ମାଧ୍ୟମରେ ଡିଜିଟାଲ ଜଣଗଣନା କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏଥିରେ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ଘର ଘରବୁଲି ତଥ୍ୟ ସଂଗ୍ରହ କରୁଥିବା କର୍ମଚାରୀ ନିଜ ଫୋନ୍‌ ଦ୍ୱାରା ଏଣିକି ଏସବୁ କରିପାରିବେ। ସୂଚନାଯୋଗ୍ୟ, ୨୦୧୧ ଜନଗଣନା ଅନୁସାରେ ଭାରତରେ ଜନସଂଖ୍ୟା ୧୨୧ କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri