‘୨୦୨୧’ ଜନ୍ମଦିନର ସବୁଠାରୁ ବଡ ଉପହାର: ପରିଣିତି

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ପରିଣିତି ଚୋପ୍ରା ଶୁକ୍ରବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି । ଏଥର ସେ ୱାର୍କିଂ ବାର୍ଥ ଡେ ପାଳନ କରିଥିବା କହିଛନ୍ତି । ସେ କହିଛନ୍ତି ୨୦୨୧ ମୋ ପାଇଁ ସବୁଠାରୁ ବଡ ଉପହାର । ଗତ କିଛି ବର୍ଷ ହେବ ପରିଣିତିଙ୍କ ହାତରେ କିଛି ଅଫର ନ ଥିବା ବେଳେ ୨୦୨୧ରେ ତାଙ୍କ ହାତରେ କିଛି ଅଫର ରହିଛି । ତେଣୁ ଏଥର ଜନ୍ମଦିନକୁ ସେ ଶୁଟିଂ ସେଟ୍‌ରେ ଏନଜୟ କରିଛନ୍ତି । ଏବେ ସେ ନେପାଳରେ ସୁରଜ ବଡଜାତ୍ୟାଙ୍କ ଫିଲ୍ମ ‘ଉଂଚାଇ’ର ଶୁଟିଂରେ ବ୍ୟସ୍ତ ଥିବା ଜଣାପଡିଛି । ଆଗକୁ ମଧ୍ୟ ତାଙ୍କ ହାତରେ ଅଫର୍ ରହିଛି । ସେଥିପାଇଁ ପରିଣିତି କହିଛନ୍ତି ୨୦୨୧ର ଜନ୍ମଦିନ ଯେମିତି ହେବା କଥା ସେମିତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟାଇଗରଙ୍କ ନାୟିକା ସାଜିବେ ସୈଫ ଲଳନା

ବମ୍ବେ:୨୦୧୮ରେ ଫିଲ୍ମ କେଦାରନାଥ ଜରିଆରେ ବଲିଉଡ୍‌ରେ ପାଦ ରଖିଥିଲେ ସୈଫ୍‌ ଲଳନା ସାରା ଅଲ୍ଲୀ ଖାନ୍‌। ଚଳଚ୍ଚିତ୍ରରେ ତାଙ୍କ ଅଭିନୟକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ।...

ନିଃସର୍ତ୍ତ ସହଯୋଗ ଲାଗି ଶ୍ରଦ୍ଧାଙ୍କ ଗୁରୁତ୍ୱ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ କ୍ୟୁଟ୍‌ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଏକ ଛୋଟ ହାତୀ ତାର...

ଚାରି ମାସରେ ୨୩ କିଗ୍ରା

ବଲିଉଡ୍‌ର ଖିଲାଡି ମାଷ୍ଟର ଭାବରେ ପରିଚିତ ଅକ୍ଷୟ କୁମାର ଅନେକ କଥା ପାଇଁ ଚର୍ଚ୍ଚାରେ ଥାଆନ୍ତି। ଥରେ ସେ ନିଜ ଓଜନ କମାଇବାକୁ ଚାହିଁଲେ। ଏ...

ମା’ ହେଲେ ସପ୍‌ନା ଚୌଧୁରୀ

ପ୍ରସିଦ୍ଧ ନୃତ୍ୟଶିଳ୍ପୀ ତଥା ବିଗ ବସ ୧୧ର ପ୍ରତିଯୋଗୀ ସପନା ଚୌଧୁରୀ ମାତୃତ୍ୱ ଲାଭ କରିଛନ୍ତି। ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ତାଙ୍କ ସ୍ବାମୀ...

ଭିନ୍ନ ଜାତିରେ ବିବାହ ଯୋଗୁ ଭାଗ୍ୟଶ୍ରୀଙ୍କ ସହ ସମ୍ପର୍କ ଛିନ୍ନ କରିଥିଲେ ପରିବାର; ଅମିତାଭ ଜାଣିବା ପରେ…

ବମ୍ବେ: ପ୍ରେମବିବାହକୁ ଆଜି ବି ଅନେକେ ପରିବାର ପସନ୍ଦ କରନ୍ତି ନାହିଁ। ଯଦି ବି ପ୍ରେମୀଯୁଗଳ ପରିବାରକୁ ନ ଜଣାଇ ବିବାହ କରିନିଅନ୍ତି, ତେବେ ପରିବାରଲୋକେ...

ୟୁଟ୍ୟୁବର୍‌ଙ୍କ ଉପରେ ରାଗିଗଲେ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସ୍ବରା ଭାସ୍କର ଏବେ ଚର୍ଚ୍ଚାରେ। ସୋସିଆଲ ମିଡ଼ିିଆରେ ବେଶ୍‌ ଆକ୍ଟିଭ୍‌ ସେ। ନିକଟରେ ତାଙ୍କ ଚଳଚ୍ଚିତ୍ରର ଏକ ଦୃଶ୍ୟକୁ ଅଶ୍ଳୀଳ ଭାବେ...

ଲେଡି ଲଭ୍‌ଙ୍କ ସହ ପ୍ରଥମଥର ହୋଲି ଖେଳିଲେ ନିକ୍‌

ମୁମ୍ବାଇ: ଆମେରିକାନ ସିଙ୍ଗର ନିକ୍‌ ଜୋନସ୍‌ ଶୁକ୍ରବାର ପତ୍ନୀ ପ୍ରିୟଙ୍କା ଚୋପ୍ରା ଜୋନସଙ୍କ ସହ ମୁମ୍ବାଇରେ ପ୍ରଥମ ଥର ଲାଗି ହୋଲି ଖେଳିଛନ୍ତି। ଇଶା ଅମ୍ବାନିଙ୍କ...

ହୋଲି ଖେଳରୁ ଦୂରେଇ ରୁହନ୍ତି କରୀନା, କାରଣ ଜାଣିଲେ…

ହୋଲିର ପର୍ବ ସମଗ୍ର ଦେଶରେ ଧୁମଧାମ୍‌ର ସହିତ ପାଳନ କରାଯାଏ। ବଲିଉଡରେ ବି ହୋଲିର ପର୍ବ ଧୁମଧାମରେ ପାଳନ କରାଯାଏ। ତେବେ ଇଣ୍ଡଷ୍ଟ୍ରିରେ ଏପରି ଜଣେ...

Advertisement
Archives

Model This Week