୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ ହେବ। ଏଠାରେ ଗୋଟିଏ ଦିନ ରହିବା ପାଇଁ ଭଡ଼ା ଭାରତୀୟ ମୁଦ୍ରାରେ ୭୫ ହଜାର ଟଙ୍କା ବୋଲି କୁହାଯାଉଛି। ହୋଟଲରେ ରହିବା ପାଇଁ ବୁକିଂ ଆରମ୍ଭ ହୋଇଛି। ଏହି ନଦୀ ଜଳ ଶୀତଦିନେ ଜମାଟ ବାନ୍ଧି ବରଫ ହୋଇଯାଇଥାଏ। କେବଳ ଶୀଷ୍ମଋତୁରେ ଏହା ପ୍ରବାହିତ ହୋଇଥାଏ। ଏଠାରେ ରହିବା ପାଇଁ ଲୋକଙ୍କ ମଧ୍ୟରେ ଏକ ପ୍ରକାର କ୍ରେଜ୍‌ ସୃଷ୍ଟି ହୋଇଥିବା ସ୍ଥାନୀୟ ପ୍ରଶାସନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନକୁ ବାଇଡେନଙ୍କ ଚେତାବନୀ

ୱାଶିଂଟନ,୩୧ ।୧: ଆଫଗାନିସ୍ତାନ ଉପରେ ପ୍ରାୟ ୨ଦଶକ ପରେ ଗତବର୍ଷ ତାଲିବାନ ଶାସନ କ୍ଷମତା ହାତେଇଥିବା ବେଳେ ଏବେ ଏହାର ଶାସନରେ ଅତିଷ୍ଠ ହୋଇପଡିଛନ୍ତି ଆଫଗାନବାସୀ...

୬୫ବର୍ଷୀୟ ହାତୀକୁ ଭିଭିଆଇପି ସୁରକ୍ଷା: ଜଗିବେ ଯବାନ

କଲମ୍ବୋ,୨୭।୯:ସାଧାରଣତଃ ନେତା କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ପାହ୍ୟାରେ ଥିବା ଲୋକଙ୍କ ସୁରକ୍ଷା ପାଇଁ ଯବାନଙ୍କୁ ନିୟୋଜିତ କରାଯାଇଥାଏ। କିନ୍ତୁ କୌଣସି ପଶୁର ସୁରକ୍ଷା ପାଇଁ ଯବାନ...

ବିନା ଅର୍ଡରେ ୯ ବର୍ଷଧରି ଡେଲିଭରି ହେଉଛି ପିଜା, ପୂରା ଘଟଣା ଜାଣି ହେବେ ଆଶ୍ଚର୍ଯ୍ୟ

ପିଜା ଖାଇବାକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ ତାଠାରୁ ଅଧିକ ଖୁସି ଲାଗେ ପାଖରେ ପହଞ୍ଚିବା ସମୟରେ। ମାତ୍ର ପିଜା କାହାକୁ ସମସ୍ୟାରେ ପକାଇଥାଏ,ଏହା ଜାଣି ଆପଣ...

କରୋନା ପାଇଁ ସାମାଜିକ ଦୂରତା: ଦୀକ୍ଷାନ୍ତ ସମାରୋହରେ ଡିଗ୍ରୀ ପ୍ରମାଣପତ୍ର ଗ୍ରହଣ କଲା ରୋବୋ

ଟୋକିଓ,୫ ।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି । ଏଥିରୁ ସୁରକ୍ଷିତ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ...

୪୨ ବର୍ଷ ତଳେ ଏଲିଅନ୍‌କୁ ଗୁଳିମାଡ଼ କରିଥିଲା ଆମେରିକା !

ଓ୍ବାଶିଂଟନ, ୨୨।୯: ଏଲିଅନ୍‌ର ଉପସ୍ଥିତି ନେଇ ବହୁ କଥା ଶୁଣିବାକୁ ମିଳିଥାଏ। ଏହାକୁ ନେଇ ବହୁ ଫିଲ୍ମ ମଧ୍ୟ ହୋଇ ସାରିଛି। କେତେକ ଏହାକୁ କାଳ୍ପନିକ...

କରୋନା ଯାଞ୍ଚ ପାଇଁ ଚାଇନା ଯିବ ଡବ୍ଲୁଏଚ୍‌ଓ

ବେଜିଂ,୧୧ ।୧: କରୋନା ଭାଇରସ କେଉଁଠୁ ଆସିଲା, ଏହାର ଉତ୍ପତି ସ୍ଥଳ କେଉଁଠି ଏହାର ଯାଞ୍ଚ କରିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଏକ ବିଶେଷଜ୍ଞ ଦଳ...

ଆଫଗାନିସ୍ତାନ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ତାଲିବାନ

କାବୁଲ,୧୯।୯: ଦକ୍ଷିଣ ଆଫଗିସ୍ତାନର ଜାବୁଲ ସହରରେ ଗୁରୁବାର ହୋଇଥିବା ବିସ୍ଫୋରଣରେ ଏବେ ସୁଦ୍ଧା ୨୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ୫୦ରୁ ଊର୍ଦ୍ଧ୍ୱ...

ଟ୍ରେନ୍‌ର କେଉଁ ସିଟରେ ବସିଲେ କରୋନା ସଂକ୍ରମଣ ଆଶଙ୍କା ଅଧିକ ଥାଏ

ନ୍ୟୁୟର୍କ,୮।୮: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଆତଙ୍କ ଖେଳି ଯାଇଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏହି ଭାଇରସ ଦ୍ୱାରା ସଂକ୍ରମିତ ହେଉଥିବା...

Advertisement
Archives

Model This Week