Posted inଜାତୀୟ

୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ

ନୂଆଦିଲ୍ଲୀ,୧୭।୭: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ସୁଦୃଢ଼ କରାଯିବା ପାଇଁ କେନ୍ଦ୍ର ସରକାରଙ୍କ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ। ଏନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଇକ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି। ରୁଷିଆ ଏବଂ ଭାରତ ମଧ୍ୟରେ ଏନେଇ ୨୦୧୮ ଅକ୍ଟୋବର ୫ରେ ବୁଝାମଣା ହୋଇଛି। ଏଥିରେ ୫.୪୩ ବିଲିୟନ୍‌ ଡଲାର ଖର୍ଚ୍ଚ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣା: ଯାଞ୍ଚ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶ ମିର୍ଜାପୁର ଜିଲାର ଏକ ଥାନାରେ ଅଶ୍ଳୀଳ ଡ୍ୟାନ୍ସ ଘଟଣାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ମିର୍ଜାପୁର ଏସ୍‌ପି ଅବଧେଶ ପାଣ୍ଡେ ସର୍କଲ ଅଫିସରଙ୍କୁ ଏହି...

ଟିକା ନେଲେ ମୂଲାୟମ: ଉପମୁଖ୍ୟମନ୍ତ୍ରୀ କହିଲେ, କ୍ଷମା ମାଗନ୍ତୁ ଅଖିଳେଶ

ଲକ୍ଷ୍ନୌ,୭।୬: ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବ ସୋମବାର ଲକ୍ଷ୍ନୌରେ କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଯାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।...

ଚିନି କମ୍‌: ଚାଇନା ଉପରେ ଚତୁର୍ଥ ଡିଜିଟାଲ ଷ୍ଟ୍ରାଇକ୍‌…

ନୂଆଦିଲ୍ଲୀ,୧୪ା୨: ପୁଣି ଚାଇନାକୁ ଏକ ବଡ଼ ଝଟ୍‌କା ଲାଗିଛି। ଚାଇନିଜ ଆପ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ୫୪ଟି ଆପ ଉପରେ ପ୍ରତିବନ୍ଧକ ଲଗାଇବାକୁ ଭାରତ...

ନୌସେନା ଦିବସ: ୧୯୭୧ ଯୁଦ୍ଧରେ ପାକିସ୍ତାନ ବିରୋଧରେ ବିଜୟ ସହ ସମ୍ପର୍କ ରହିଛି ନୌସେନା ଦିବସର

ନୂଆଦିଲ୍ଲୀ,୪ ।୧୨: ଭାରତୀୟ ନୌସେନା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ନୌସେନା ମଧ୍ୟରୁ ଅନ୍ୟତମ । ଭାରତୀୟ ନୌସେନା ଦେଶର ସୁରକ୍ଷାକୁ ନେଇ ସବୁବେଳେ ଜାଗ୍ରତ ରହିଛି...

ପୁଣି ଆତଙ୍କ, ଦେଶରେ ୭୩ ଛୁଇଁଲା ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୬।୧୨: ଦେଶରେ କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ଏବଂ କେରଳରେ ୪ ଜଣ ନୂଆ...

ମିଳୁନି ପିଆଜ ଦୋସା

ବେଙ୍ଗାଲୁରୁ,୩୦।୧୧: ଦେଶର ବିଭିନ୍ନ ଭାଗରେ ଏବେ ପିଆଜର କିଲୋଗ୍ରାମ ପିଛା ଦାମ୍‌ ଶହେ ଟଙ୍କା ଛୁଇଁଛି। ଆଉ ଏହି ଦାମ୍‌କୁ ଦେଖି ଘରଠାରୁ ହୋଟେଲ ସବୁଠି...

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬...

କର୍ନାଟକ ସଙ୍କଟ: ମୋଦି ସରକାରଙ୍କ ପାଇଁ ୩୫୬ ଧାରା ଜାରି ଲାଗି ପୁଣି ଏକ ସୁଯୋଗ

ନୂଆଦିଲ୍ଲୀ,୨୦।୭: କର୍ନାଟକରେ ସଙ୍କଟ ଲାଗି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପାଇଁ ସାମ୍ବିଧାନିକ ଧାରା ୩୫୬ର ଉପଯୋଗ କରିବା ଲାଗି ଦ୍ୱିତୀୟ ଇନିଂସ୍‌ରେ...

Advertisement
Archives

Model This Week