Posted inଜାତୀୟ

୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ

ନୂଆଦିଲ୍ଲୀ,୧୭।୭: ଭାରତକୁ ପ୍ରତିରକ୍ଷା କ୍ଷେତ୍ରରେ ସୁଦୃଢ଼ କରାଯିବା ପାଇଁ କେନ୍ଦ୍ର ସରକାରଙ୍କ ଉଦ୍ୟମ ଜାରି ରହିଛି। ଏହି ମର୍ମରେ ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ୨୦୨୩ ଏପ୍ରିଲ୍‌ ସୁଦ୍ଧା ଭାରତକୁ ଆସିବ। ଏନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଇକ ବୁଧବାର ଲୋକ ସଭାରେ ସୂଚନା ଦେଇଛନ୍ତି। ରୁଷିଆ ଏବଂ ଭାରତ ମଧ୍ୟରେ ଏନେଇ ୨୦୧୮ ଅକ୍ଟୋବର ୫ରେ ବୁଝାମଣା ହୋଇଛି। ଏଥିରେ ୫.୪୩ ବିଲିୟନ୍‌ ଡଲାର ଖର୍ଚ୍ଚ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଡୁଚେରୀରେ ସରକାର ଗଢିବ ଏନ୍‌ଡିଏ: ଶାହା

ପୁଡୁଚେରୀ,୨୮ ।୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ପୁଡୁଚେରୀ ଗସ୍ତରେ ଅଛନ୍ତି । ରବିବାର ସେ କରାଇକଲଠାରେ ଏକ ଜନସଭାକୁ ସାମ୍ବାଧନ କରିବା ଅବସରରେ କଂଗ୍ରେସ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ପାକିସ୍ତାନ ରେଞ୍ଜର୍ସଙ୍କୁ ମିଠା ଦେଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଏହି ଅବସରରେ ଅଟ୍ଟାରୀ-ୱାଘା ସୀମାରେ ସୀମା ସୁରକ୍ଷା ବଳ (ବିଏସଏଫ) ଏବଂ...

ଜଷ୍ଟିସ ଅମଜଦ ହିମାଚଳ ହାଇକୋର୍ଟର ମୁଖ୍ୟ ବିଚାରପତି

ଶିମଲା,୨୩।୬: ଜଷ୍ଟିସ ଅମଜଦ ଏ ସୟିଦଙ୍କୁ ହିମାଚଳ ହାଇକୋର୍ଟର ୨୭ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗୁରୁବାର ସକାଳ ୯ଟାରେ ଶିମଲା ରାଜ ଭବନରେ...

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ...

ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ର କକ୍ଷରେ ପହଞ୍ଚତ୍ବ ଚନ୍ଦ୍ରୟାନ-୨

ଶ୍ରୀହରିକୋଟା,୨୫ା୭(ପି.ଟି.): ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ପୃଥିବୀ କକ୍ଷପଥରେ ଅବସ୍ଥାପିତ ହୋଇଥିବାବେଳେ ଏହା ଅଗଷ୍ଟ ୨୦ ସୁଦ୍ଧା ଚନ୍ଦ୍ରର କକ୍ଷପଥରେ ପହଞ୍ଚତ୍ବ ବୋଲି ଭାରତୀୟ ମହାକାଶ ଗବେଷଣା...

ସୋନଭଦ୍ର ଜିଲାପାଳ, ଏସ୍‌ପି ବିଦା

ଲକ୍ଷ୍ନୌ,୫ା୮(ପି.ଟି.): ସୋନଭଦ୍ର ଗଣହତ୍ୟା ମାମଲାରେ ଉତ୍ତରପ୍ରଦେଶ ସରକାର ଜିଲାପାଳ ଏବଂ ସୋନଭଦ୍ର ଏସ୍‌ପିଙ୍କୁ ବିଦା କରିବା ସହ ଅନ୍ୟ ୧୩ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ...

କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁ ଗିରଫ

ନୂଆଦିଲ୍ଲୀ,୧୮।୫: କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମଙ୍କ ନିକଟତମ ବନ୍ଧୁଙ୍କୁ ସିବିଆଇ ଗିରଫ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମଙ୍ଗଳବାର ହୋଇଥିବା ଚଢ଼ାଉ ପରେ ନିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ,...

Advertisement
Archives

Model This Week