Posted inଜାତୀୟ

୨୦୨୫ ସୁଦ୍ଧା ଭାରତକୁ ମିଳିବ ଏସ୍‌-୪୦୦ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୮ା୧ (ପି.ଟି.): ଭାରତ ପାଇଁ ଏସ୍‌-୪୦୦ କ୍ଷେପଣାସ୍ତ୍ର ସିଷ୍ଟମ୍‌ ନିର୍ମାଣ ଆରମ୍ଭ କରିଛି ରୁଷିଆ। ୨୦୨୫ ସୁଦ୍ଧା ଏହା ଭାରତକୁ ମିଳିଯିବ ବୋଲି ରୁଷିଆ ମିଶନର ଉପମୁଖ୍ୟ ରୋମାନ ବାବୁସ୍କିନ୍‌ କହିଛନ୍ତି। ସେହିପରି ଭାରତ ପାଇଁ ବହୁମୁଖି ହାଲୁକା ଲଢ଼ୁଆ ହେଲିକପ୍ଟର କାମୋଭ ଦୁଇଦେଶ ମିଳିତ ଭାବେ ଉତ୍ପାଦନ କରିବେ। ଏଥିପାଇଁ ଖୁବ୍‌ଶୀଘ୍ର ଚୁକ୍ତିନାମା ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି। ରୁଷିଆ ରାଷ୍ଟ୍ରଦୂତ ନିକୋଲାଇ କୁଡାଶେଭ୍‌ଙ୍କ ସହ ମିଳିତ ଖବରଦାତା ସମ୍ମିଳନୀରେ ବାବୁସ୍କିନ୍‌ କହିଥିଲେ, ଭାରତକୁ ମିଳିବାକୁ ଥିବା ୫୦୦୦ କଲାଶନିକୋଭ ରାଇଫଲର ପ୍ରଥମ ବ୍ୟାଚ୍‌ ଚଳିତ ବର୍ଷ ପହଞ୍ଚତ୍ବ। ରୁଷିଆରୁ ଏସ୍‌-୪୦୦ କ୍ଷେପଣାସ୍ତ୍ର କିଣିବା ପାଇଁ ଭାରତ ୨୦୧୮ ଅକ୍ଟୋବରରେ ୫ ବିଲିୟନ ଡଲାର ରାଜିନାମା ସ୍ବାକ୍ଷର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର ମଧ୍ୟସ୍ଥତାକୁ ଭାରତର ନା

ନୂଆଦିଲ୍ଲୀ,୧୭ା୨: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ଲାଗି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପ୍ରସ୍ତାବ ଦେଇଥିବା ବେଳେ ଭାରତ ପକ୍ଷରୁ ଏହାକୁ ଦୃଢ଼ ବିରୋଧ କରାଯାଇଛି। କଶ୍ମୀର...

ରାଜଧାନୀ ସମେତ ଉତ୍ତର ଭାରତର ଅଧିକାଂଶ ରାଜ୍ୟରେ ଅସହ୍ୟ ଗରମ

ନୂଆଦିଲ୍ଲୀ,୧ ।୭: ଗୋଟିଏ ପଟେ ଦକ୍ଷିଣ ଭାରତରେ ମୌସୁମୀ ପ୍ରବେଶ କରିଥିବା ବେଳେ ଅନ୍ୟପଟେ ଉତ୍ତର ଓ ଉତ୍ତର-ପଶ୍ଚିମ ରାଜ୍ୟରେ ବିଳମ୍ବିତ ମୌସୁମୀ ସାଧାରଣ ଜୀବନ...

ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କଲେ ସ୍ତ୍ରୀ; ବେଙ୍ଗାଲୁର୍‌ରୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୦।୭: ସ୍ବାମୀଙ୍କୁ ଜେଲ୍‌ ପଠାଇବା ପାଇଁ ଜଣେ ସ୍ତ୍ରୀ ଫିଲ୍ମ ଷ୍ଟାଇଲ୍‌ରେ ମିଛ ଆତ୍ମହତ୍ୟା କରିଥିଲେ। ତେବେ ପରେ ପୋଲିସ ତାଙ୍କୁ ବେଙ୍ଗାଲୁର୍‌ରୁ ଜୀବିତ ଅବସ୍ଥାରେ...

ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ମୋଦି ଦେବେ ଗୁରୁମନ୍ତ୍ର!

ନୂଆଦିଲ୍ଲୀ,୬ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ରବିବାର ସକାଳେ ଏହା ଆରମ୍ଭ ହେଉଥିବା ବେଳେ...

ବନ୍ୟାରେ ଭାଙ୍ଗି ଯାଇଛି ଘର, ଟ୍ରକ୍‌ରେ ଆଶ୍ରୟ ନେଇଛନ୍ତି ଲୋକେ

ପାଟଣା,୧୨ା୭: କୁହାଯାଏ, ଘର ବିନା ଶାନ୍ତି କେଉଁଠି ମିଳେନାହିଁ। ମାତ୍ର ମୁଜାଫରପୁରର କିଛି ଗାଁର ଲୋକମାନଙ୍କ ପାଇଁ ବଡ଼ ସମସ୍ୟା ଭାବେ ଠିଆ ହୋଇଛି ଘର।...

ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ମିଳିବ ନାହିଁ ଖାଦ୍ୟ

ନୂଆଦିଲ୍ଲୀ, ୧୨ା୪- ଦୁଇ ଘଣ୍ଟାରୁ କମ୍‌ ସମୟରେ ଲକ୍ଷ୍ୟସ୍ଥଳରେ ପହଞ୍ଚୁଥିବା ଡୋମେଷ୍ଟିକ୍‌ ଫ୍ଲାଇଟ୍‌ରେ ଆଉ ଖାଦ୍ୟ ପରିବେଷଣ କରାଯିବ ନାହିଁ। କୋଭିଡ୍‌ ସଂକ୍ରମଣ ହାରକୁ କମ୍‌...

ପୁଣି କମିଲା ସୁନା ଦର

ନୂଆଦିଲ୍ଲୀ,୩।୩: ପୁଣି ସୁନା ଦର କମିଛି। ସୁନା ୦.୧୧ ପ୍ରତିଶତ ହ୍ରାସ ହୋଇ ୧୦ ଗ୍ରାମ ପ୍ରତି ୪୫,୫୦୦ ଟଙ୍କା ହୋଇଛି। ସେହିପରି ରୂପା କିଲୋଗ୍ରାମ...

କାର୍ଡଲେସ୍‌ ଟଙ୍କା ଉଠାଣ ଅପରାଧ ହ୍ରାସ କରିବ: ଅତୁଲ ଗୋୟଲ

ନୂଆଦିଲ୍ଲୀ, ୯ା୪: ବଜାରର ଆଶା ଅନୁଯାୟୀ ଆର୍‌ବିଆଇର ମନିଟାରିଂ ପଲିସି କମିଟି (ଏମ୍‌ପିସି) ପକ୍ଷରୁ ଘୋଷଣା କରାଯାଇଥିବା ରେପୋ ରେଟ୍‌ ଅପରିବର୍ତ୍ତିତ ରହିଛି। ଏହି ନିର୍ଣ୍ଣୟ...

Advertisement
Archives

Model This Week