Posted inଜାତୀୟ

୨୦୨୫ ସୁଦ୍ଧା ଭାରତ ହେବ ଯକ୍ଷ୍ମା ମୁକ୍ତ: ପୃଥିବୀର ଧାର୍ଯ୍ୟ ଲକ୍ଷ୍ୟର ୫ ବର୍ଷ ପୂର୍ବରୁ ମିଳିବ ସଫଳତା

ନୂଆଦିଲ୍ଲୀ,୧।୬: ଭାରତରୁ ୨୦୨୫ ସୁଦ୍ଧା ଯକ୍ଷ୍ମା ଲୋପ ପାଇବ। ପୃଥିବୀରୁ ଏହା ୨୦୩୦ ସୁଦ୍ଧା ଲୋପ ହେବ ବୋଲି ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ତେବେ ଏହାର ୫ ବର୍ଷ ପୂର୍ବରୁ ଭାରତ ଯକ୍ଷ୍ମା ମୁକ୍ତ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକର ରାଜୀବ ଗାନ୍ଧୀ ହେଲଥ୍‌ ସାଇନ୍ସ୍‌ ୟୁନିଭରସିଟିର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ କହିଛନ୍ତି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂରେ ଏହି ଉତ୍ସବରେ ଯୋଗଦେଇ ଏହି ସୂଚନା ଦେଇଛନ୍ତି। ଦେଶରୁ ଯକ୍ଷ୍ମା ହଟାଇବା ପାଇଁ ଭାରତ ଦିନରାତି କାମ କରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ଯକ୍ଷ୍ମା ହଟାଇବା କ୍ଷେତ୍ରରେ ମିଶନ ଇନ୍ଦ୍ରଧନୁଷ ଯୋଗୁ ବାର୍ଷିକ ପ୍ରତିଷେଧକ ଟୀକା ପ୍ରଦାନ ହାର ୪ଗୁଣା ବୃଦ୍ଧି ପାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri