Posted inଖେଳ

୨୦୨୮ ଅଲିମ୍ପିକ୍ସରେ ସ୍ଥାନ ପାଇପାରେ କ୍ରିକେଟ

ଲଣ୍ଡନ,୧୩।୮- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୨୦୨୮ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍ସରେ ସାମିଲ ହେବା ନେଇ ବେଶ୍‌ ଆଶାବାଦୀ ଅଛି। ଏହା ମାରିଲେବୋନ କ୍ରିକେଟ କ୍ଲବର ବିଶ୍ୱ କ୍ରିକେଟ କମିଟି (ଏମ୍‌ସିସି) ଅଧ୍ୟକ୍ଷ ମାଇକ ଗଟିଂ ସ୍ପଷ୍ଟ କରିଛନ୍ତି। ଅଲିମ୍ପିକ୍‌ ଭଳି ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ସାମିଲ ହେବା ବଡ଼ ସଫଳତା। ଏ ସମ୍ପର୍କରେ ଆଇସିସି କାର୍ଯ୍ୟକାରୀ ମୁଖ୍ୟ ମନୁ ସାହନେଙ୍କ ସହ ଆଲୋଚନା ଚାଲିଛି। ଏହା ଅନ୍ତର୍ଜାତୀୟ କ୍ରିକେଟ ପାଇଁ ଏକ ବଡ଼ ବୋନସ ହେବ ବୋଲି ଗଟିଂ କହିଛନ୍ତି। ଥରେ ଅଲିମ୍ପିକ୍ସରେ ସ୍ଥାନ ପାଇଲା ପରେ ଦୁଇ ସପ୍ତାହରେ ଟୁର୍ନାମେଣ୍ଟ ଶେଷ କରିବା କଷ୍ଟକର ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri