୨୦୩୩ରେ ମଙ୍ଗଳରେ ପାଦ ଥାପିବା ହେବନି ସମ୍ଭବ; ଲାଗିପାରେ ଅଧିକ ୨୭ ବର୍ଷ

ଓ୍ବାଶିଂଟନ,୧୮।୫: ଜହ୍ନରେ ପାଦ ଦେବା ପାଇଁ ନାସା ପକ୍ଷରୁ କରାଯାଇଛି ମାନବ ମିଶନ। ଏହା ୨୦୨୪ରେ ସମ୍ପନ୍ନ ହେବ ବୋଲି କୁହାଯାଉଛି। ଏହାପରେ ୨୦୩୩ରେ ମଙ୍ଗଳକୁ ମାନବ ମିଶନ ପଠାଯିବାର ଯୋଜନା ରହିଛି। ତେବେ କେତେକ ମହାକାଶ ବିଜ୍ଞାନୀ ଏହି ମିଶନ ଏତେ ଶୀଘ୍ର ସମ୍ଭବ ହେବନି ବୋଲି ସୂଚନା ଦେଇଛନ୍ତି। ଏଥି ପାଇଁ ଅଧିକ ୨୭ ବର୍ଷ ଲାଗିପାରେ ବୋଲି ସେମାନେ କହିଛନ୍ତି। ଆବଶ୍ୟକୀୟ ଜ୍ଞାନକୌଶଳ ଦ୍ୱାରା ମଙ୍ଗଳ ମିଶନ ୨୦୬୦ରେ ହୁଏତ ସମ୍ଭବ ହେବାର ଆଶାା ଥିବା ସେମାନେ ମତପୋଷଣ କରିଛନ୍ତି। ପ୍ରତି ୨୬ ମାସରେ ମଙ୍ଗଳ ଏବଂ ପୃଥିବୀ ପରସ୍ପରର ନିକଟତର ହୋଇଥାନ୍ତି। ଏହି ସମୟରେ ମଙ୍ଗଳ ମିଶନ ଆରମ୍ଭ ହେଲେ କମ୍‌ ଦୂରତା ଅତିକ୍ରମ କରିବାକୁ ପଡ଼ିବ ବୋଲି ହଟ୍‌ସନ୍‌ ମହାକାଶ ଗବେଷଣା ନ୍ଦ୍ରେର ମୁଖ୍ୟ ରବର୍ଟ ହାଓ୍ବାର୍ଡ କହିଛନ୍ତି। ଚନ୍ଦ୍ର କିମ୍ବା ମଙ୍ଗଳକୁ ଯିବା ପାଇଁ ମାନସିକସ୍ତରରେ ପ୍ରସ୍ତୁତି ହେବାକୁ ସମୟ ଲାଗିବ। ଏଥିପାଇଁ ସମଗ୍ର ମାନବ ସମାଜ ଏକଜୁଟ ହେବା ଆବଶ୍ୟକ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri