୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଯୋଡ଼ି ହେବେ ୨ ଶହ କୋଟି: ଭାରତ ଛୁଇଁବ ୧୬୭ କୋଟି

ଜେନେଭା,୧୫।୧୨: ପୃଥିବୀର ଜନସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଅଧିକ ୨ କୋଟି ଯୋଡ଼ି ହେବେ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘ ପକ୍ଷରୁ ପ୍ରକାଶିତ ‘ ଦ ଓ୍ବାଲ୍ଡ ପପୁଲେଶନ ପ୍ରସପେକ୍ଟସ୍‌-୨୦୧୯’ ରିପୋର୍ଟରେ ଏହା ସୂଚିତ ହୋଇଛି। ୨୦୧୯ ଡିସେମ୍ବର ସୁଦ୍ଧା ପୃଥିବୀର ଜନ ସଂଖ୍ୟା ୭୮୦ କୋଟି ରହିଥିବାବେଳେ ୨୦୫୦ ବେଳକୁ ଏହା ୯୭୦ କୋଟିରେ ପହଞ୍ଚିବ। ଏବେ ଭାରତର ଜନସଂଖ୍ୟା ୧୩୭ କୋଟି ପାଖାପାଖି ରହିଛି। ଆଉ ୩୦ ବର୍ଷ ମଧ୍ୟରେ ୨୭ କୋଟି ୩୦ ଲକ୍ଷ ଜନ ସଂଖ୍ୟା ଏଥିରେ ଯୋଡ଼ି ହେବେ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଶିଶୁ ଜନ୍ମ ସଂଖ୍ୟା କମ୍‌ ହୋଇଛି। ଏବେ ପ୍ରତି ମହିଳା ହାରାହାରି ୨.୫ ପ୍ରତିଶତ ଶିଶୁ ଜନ୍ମ ଦେଉଛନ୍ତି। ୨୧୦୦ ବେଳକୁ ଏହା ୧.୯ ପ୍ରତିଶତରେ ପହଞ୍ଚିବ। ତେବେ ଏହି ସମୟରେ ତାଞ୍ଜାନିଆ, କଙ୍ଗୋ, ଇଥୋପିଆ, ନାଇଜେରିଆ ଆଦି ଆଫ୍ରିକାର ୧୦ଟି ଦେଶରେ ଜନସଂଖ୍ୟା ବୃଦ୍ଧି ପାଇବ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ୧୬ଟି ମେଟ୍ରୋ ଷ୍ଟେଶନକୁ ବନ୍ଦ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri