Posted inଜାତୀୟ

୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ପ୍ରତିବର୍ଷ ଜନ୍ମଦିନ ପାଳନ କରୁଛନ୍ତି ଗ୍ରାମବାସୀ

ଦିସ୍‌ପୁର୍‌,୧୭।୬: ଆସାମରେ ଥିବା ୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗ୍ରାମବାସୀ। ସେମାନେ ପ୍ରତିବର୍ଷ ବରଗଛର ଜନ୍ମଦିନ ଆଡମ୍ବରରେ ପାଳନ କରୁଛନ୍ତି। ସ୍ଥାନୀୟ ବାରପେଟା ଜିଲାର ଜଲିଖେତି ଗାଁରେ ଏହି ବରଗଛ ରହିଛି। ପ୍ରତିବର୍ଷ ପରିବେଶ ଦିବସ ଅବସରରେ ଜୁନ୍‌ ୫ରେ ବରଗଛର ଜନ୍ମଦିନ ପାଳିତ ହେଉଛି। ୨୦୧୨ରେ ବରଗଛକୁ ୨ ଶହ ବର୍ଷ ପୂରଣ ହୋଇଥିଲା। ସେବେଠାରୁ ଗ୍ରାମବାସୀ ଏଭଳି କରୁଛନ୍ତି। ୨ ଶହ ବର୍ଷ ପୂରଣ ଅବସରରେ ୬୨ କିଲୋଗ୍ରାମ୍‌ର ଏକ ବଡ଼ କେକ୍‌ କଟାଯାଇଥିଲା। ଗଛର ସୁରକ୍ଷା ପାଇଁ ଏକ କମିଟି ଗଠନ କରାଯାଇଛି। କମିଟି ସଦସ୍ୟ ଭାବେ ସ୍ଥାନୀୟ ନେତା, ଶିକ୍ଷକ, ଯବାନ ଆଦିଙ୍କୁ ସାମିଲ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ବନ୍ଦ

ନୂଆଦିଲ୍ଲୀ,୨୫।୫: ଅଲ ଇଣ୍ଡିଆ ବ୍ୟାକୱାର୍ଡ ଆଣ୍ଡ ମାଇନରିଟି କମ୍ୟୁନିଟିଜ ଏମପ୍ଲଇଜ ଫେଡେରେସନ(ବିଏଏମ୍‌ସିଇଏଫ୍‌) ବୁଧବାର ଭାରତ ବନ୍ଦ ଡାକରା ଦେଇଛି। ଅନ୍ୟ ପଛୁଆ ବର୍ଗ ଓବିସିଙ୍କ ପାଇଁ...

ଦେଶକୁ ମିଳିବ ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସ: ଏହି ରାଜ୍ୟର ଦୁଇଟି ସହରକୁ ଯୋଡ଼ିବ ହାଇ ସ୍ପିଡ୍‌ ଟ୍ରେନ୍‌

ଭୋପାଳ,୨୮।୨: ଦେଶକୁ ଖୁବ୍‌ଶୀଘ୍ର ୧୧ତମ ବନ୍ଦେ ଭାରତ ଟ୍ରେନ୍‌ ମିଳିବାକୁ ଯାଉଛି। ଏଥିପାଇଁ ମଧ୍ୟପ୍ରଦେଶବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। କେବଳ ଟ୍ରେନ୍‌ ରେକରର...

‘କେବଳ ମୋଦିଙ୍କ ମିଛ କାରଖାନା ରହିବ’

କୋଲକାତା,୨୪ା୩: କେନ୍ଦ୍ର ସରକାର ସରକାରୀ ସଂସ୍ଥାଗୁଡ଼ିକୁ ବିକି ଦେଉଛନ୍ତି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମିଛ କାରଖାନା’ ରହିବ ବୋଲି ମଙ୍ଗଳବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)...

ଲୋକ ସଭାରେ ଅନାସ୍ଥା ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୬।୭ ମଣିପୁର ହିଂସାକୁ ନେଇ ସଂସଦରେ ଉତ୍ତେଜନା ଜାରି ରହିଛି। ଏହି ପ୍ରସଙ୍ଗରେ ସରକାରଙ୍କ ବିରୋଧରେ ଏକ ଅନାସ୍ତା ପ୍ରସ୍ତାବ ଆଣିବାକୁ ବିରୋଧୀ ନିଷ୍ପତ୍ତି ନେଇଛନ୍ତି।...

ଗାନ୍ଧୀ ପରିବାର ସହ ରାଣାଙ୍କ ସମ୍ପର୍କ

ନୂଆଦିଲ୍ଲୀ,୯ା୩: ମନିଲଣ୍ଡରିଂ ନିବାରଣ ଆଇନ ବଳରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ରବିବାର ଭୋର ୩ଟାରେ ଗିରଫ ହୋଇଥିବା ୟେସ ବ୍ୟାଙ୍କ ପ୍ରତିଷ୍ଠାତା ରାଣା କପୁରଙ୍କୁ...

ଭାରତ-ଚାଇନା ସୀମା ସଡ଼କ ହେବ ୧୦ ମିଟର ଚ‌ଉଡ଼ା: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ସହାୟତା

ଲଦାଖ,୧୭।୧୨: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଏଠାକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ତଥା ଛୋଟ ସଡ଼କ ରଣନୈତିକ...

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ...

ଗୁଗଲ ଉପରେ ୧,୩୩୭.୭୬ କୋଟି ଟଙ୍କାର ଜରିମାନା

ନୂଆଦିଲ୍ଲୀ,୨୧ ।୧୦: ବିଶ୍ୱର ସବୁଠାରୁ ବଡ ଇଣ୍ଟରନେଟ ସର୍ଚ୍ଚ ସେବା ଦେଉଥିବା ଆମେରିକା କମ୍ପାନୀ ଗୁଗଲ ଉପରେ ଭାରତୀୟ ପ୍ରତିସ୍ପର୍ଦ୍ଧା ଆୟୋଗ ବା କମ୍ପିଟିଶନ କମିଶନ...

Advertisement
Archives

Model This Week