୨୦ ପ୍ରବାସୀଙ୍କୁ ପଠାଗଲା ମଧ୍ୟପ୍ରଦେଶ

ଜୁନାଗଡ଼,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରକୁ କିଛିମାସ ତଳେ ପେଟପାଟଣା ପାଇଁ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁରରୁ ୨୦ ଜଣ ପ୍ରବାସୀ ଲୁହା(କମାର) କାମ କରିବାକୁ ଆସିଥିଲେ। ତେବେ ଲକ୍‌ଡାଉନ୍‌ ଯୋଗୁ ସେମାନେ ନିଜ ଅଞ୍ଚଳକୁ ଯାଇ ନ ପାରି ଏଠାରେ ଫସି ରହିଥିଲେ। ଏପରିସ୍ଥଳେ ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟ ଶଙ୍କର ମିଶ୍ର ଓ ସ୍ଥାନୀୟ ଥାନାଧିକାରୀ ଉତ୍ତମ କୁମାର ସାହୁଙ୍କ ପ୍ରେରଣାରେ ଅନୁପ୍ରାଣିତ ହୋଇ ଜୁନାଗଡ଼ ମାରୱାଡି ଯୁବା ମଞ୍ଚର ଆଶିଷ ଗୋୟଲ,ଅମିତ ଗୁପ୍ତା,ମହେଶ ଅଗ୍ରୱାଲ,ବିବେକ ଅଗ୍ରୱାଲ ପ୍ରମୁଖ ନିଜ ନିଜ ଭିତରେ ଟଙ୍କା ସଂଗ୍ରହ କରି ଏକ ଭଡ଼ା ଗାଡ଼ି କରି ପ୍ରବାସୀମାନଙ୍କୁ ପଠାଇଥିଲେ। ଏପରି ସେବା କାର୍ଯ୍ୟ ପାଇଁ ବୁଦ୍ଧିଜୀବୀ ମହଲରେ ସେମାନଙ୍କୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦୋକାନ ଉପରେ ଚଢ଼ାଉ: ଖବରଦାତାଙ୍କ ମୋବାଇଲରୁ କାଟିଦେଲେ ଫଟୋ

ନିରାକାରପୁର,୯।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଏକ ସୁନା ଦୋକାନ ଉପରେ ମଙ୍ଗଳବାର ଦିନ ଚଢ଼ାଉ ହୋଇଥିଲା। ଦୁଇଟି ଗାଡିରେ ଆସିଥିବା ବିଭାଗୀୟ କର୍ମଚାରୀମାନେ...

ସିଟି ହସ୍ପିଟାଲ ଦାବି: ଦୋକାନବଜାର ବନ୍ଦକଲେ ସହରବାସୀ

ବରଗଡ଼ ଅଫିସ,୩।୨:  ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଅସନ୍ତୋଷର ନିଆଁ ଲିଭିବାର ନାଁ ନେଉ ନାହିଁ। ଏହି...

ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି...

୩ ଦଳ ପାଇଁ ଅନେକ ପ୍ରସଙ୍ଗ

କେନ୍ଦ୍ରାପଡ଼ା ଅଫିସ, ୨୩ା୧୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହୋଇପାରେ। ଇତିମଧ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟକୁ ପହଞ୍ଚତ୍ଲାଣି। ନିର୍ବାଚନ...

ସୂଚନା କର୍ମୀ ଅଭିମନ୍ୟୁ ହତ୍ୟା ଘଟଣା: ମାଷ୍ଟରମାଇଣ୍ଡଙ୍କ ସହ ୫ ଗିରଫ

ଫୁଲବାଣୀ ଅଫିସ, ୩୦ା୧୨- କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ଫର୍ଦ୍ଦାଫାସ କରିଛି ପୋଲିସ। ପୂର୍ବ ଶତ୍ରୁତା...

ଅଧାରାତିରେ ମହିଳାଙ୍କ କବାଟ ବାଡ଼େଇ ଘରେ ପଶିଥିଲେ ରଙ୍ଗିଲା ପୋଲିସ ବାବୁ: ରାସଲୀଳା ଉଦ୍ୟମ କରି ଫସିଲେ

ଅନୁଗୋଳ ଅଫିସ,୨୭।୮: ରାତି ଅଧରେ ଜଣେ ମହିଳାଙ୍କ ଘର କବାଟ ବାଡ଼େଇ ପଶିଥିଲେ ପୋଲିସ ବାବୁ। ମହିଳା ଜଣଙ୍କ କିଛି ପଚାରିବା ପୂର୍ବରୁ ରଙ୍ଗିଲା ପୋଲିସ...

ଅସହାୟଙ୍କ ଦୁଃଖ ବୁଝିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର...

ଯୋଡ଼ାରେ କେନ୍ଦ୍ରୀୟ ଶ୍ରମ ମଙ୍ଗଳ କମିଶନର

ଯୋଡ଼ା ୧୮।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରରେ ୧୯୭୮ ମସିହାରେ କେନ୍ଦ୍ର ସରକାରଙ୍କ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାପନ ହୋଇଥିବା ୫୦ ଶଯ୍ୟା ବିଶିଷ୍ଟ ଯୋଡା...

Advertisement
Archives

Model This Week