୨୦ ବର୍ଷ ପରେ କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଲେ

ଅହମ୍ମଦାବାଦ: ଦୁର୍ଘଟଣାରେ ଜଣେ ପଙ୍ଗୁ ହୋଇଯିବା ପରେ ଦୀର୍ଘ ଦୁଇ ଦଶନ୍ଧି ପରେ କ୍ଷତିପୂରଣ ପାଇବା ଘଟଣା ଏବେ ସାମନାକୁ ଆସିଛି। ଗୁଜରାଟର ଅହମ୍ମଦାବାଦରେ ରହୁଥିବା ମନୀଷ ଖ୍ରୀଷ୍ଟି ଏକ ଦୁର୍ଘଟଣାରେ ପଙ୍ଗୁ ହୋଇଯିବା ପରେ କ୍ଷତିପୂରଣ ପାଇବାକୁ ମିର୍ଜାପୁର ଗ୍ରାମୀଣ ନ୍ୟାୟାଳୟରେ ମାମଲା ଦାଏର କରିଥିଲେ ଏବଂ ଏଥିପାଇଁ ତାଙ୍କୁ ୨୦ ବର୍ଷ ଅପେକ୍ଷା କରିବାକୁ ପଡିଥିଲା। ଏବେ ସେହି ପ୍ରତୀକ୍ଷାର ଅନ୍ତ ଘଟିଛି। କୋର୍ଟ ଦୁଇ ବୀମା କମ୍ପାନୀକୁ କ୍ଷତିପୂରଣ ବାବଦ ୩୦.୪୬ ଲକ୍ଷଟଙ୍କା ସୁଧ ସହ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ୨୯ ବର୍ଷ ବୟସରେ ମନୀଷ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ମନୀଷ ଇଣ୍ଡିଆନ ଅଏଲ କର୍ପୋରେଶନ କମ୍ପାନୀର ଚାର୍ଜମ୍ୟାନ ଥିଲେ। ସେ ଏକ ବସ୍‌ରେ ଫେରୁଥିବାବେଳେ ନଭେମ୍ବର ୧୩, ୧୯୯୯ରେ ଅହମ୍ମଦାବାଦ- ସାନନ୍ଦ ରାଜପଥରେ ସେହି ବସ ସହ ଟ୍ରକର ମୁହଁାମୁହିଁ ଧକ୍କା ହେବା ପରେ ମନୀଷ ଗୁରୁତର ଆହତ ହୋଇଥିଲେ । ଚିକିସତ୍ା ପରେ ତାଙ୍କ ଅଣ୍ଟାଠାରୁ ଗୋଡ ପର୍ଯ୍ୟନ୍ତ କିଛି ବି କାମ କରି ନ ଥିଲା। ସେ ୯୦ ପ୍ରତିଶତ ବିକଳାଙ୍ଗ ହୋଇଗଲେ। ଦୁର୍ଘଟଣା ପରେ ଗାଡି ମାଲିକ ମନୀଷଙ୍କୁ କ୍ଷତିପୂରଣ ନ ଦେବାରୁ ୨୦୦୦ରେ ସେ କୋର୍ଟର ଆଶ୍ରୟ ନେଇଥିଲେ । ୩୦ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ସେ ଦାବି କରିଥିଲେ। ମନୀଷଙ୍କ ବିକଳାଙ୍ଗତା ପାଇଁ ଉଭୟ ଗାଡି ମାଲିକଙ୍କୁ ଦାୟୀ କରି ତାଙ୍କ ବୀମା କମ୍ପାନୀକୁ କ୍ଷତି ପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri