Posted inଜାତୀୟ

୨୦ ମିନିଟ୍‌ରେ ୨୦ ଟୁଇଟ୍‌

ମୁମ୍ବାଇ,୨୫ା୧୧: ଏନ୍‌ସିପି ବିଧାୟକ ଦଳ ନେତା ପଦରୁ ହଟିବା ପରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାର ରବିବାର ୨୦ ମିନିଟ୍‌ ମଧ୍ୟରେ ୨୦ଥର ଟୁଇଟ୍‌ କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ମହାରାଷ୍ଟ୍ରରେ ସ୍ଥାୟୀ ସରକାର ପାଇଁ କାର୍ଯ୍ୟ କରିବେ ବୋଲି ଟୁଇଟ୍‌ ମାଧ୍ୟମରେ ପ୍ରତିଶ୍ରୁତି ଦେଇଛନ୍ତି। ରବିବାର ସକାଳେ ଏନ୍‌ସିପି ନେତା ଜୟନ୍ତ ପାଟିଲ ଓ ଦିଲୀପ ଓ୍ବାଲ୍‌ସେ ପାଟିଲ ତାଙ୍କ ପାଖକୁ ଯାଇ ନିଷ୍ପତ୍ତି ବଦଳାଇବା ଲାଗି ମନାଇବାକୁ ଉଦ୍ୟମ କରିଥିଲେ। ତେବେ ଅଜିତ ନିଜ ନିଷ୍ପତ୍ତିରେ ଅଟଳ ରହିଥିଲେ। ସେ ଏନ୍‌ସିପିରେ ଅଛନ୍ତି ଏବଂ ଶରଦ ପାଓ୍ବାର ତାଙ୍କ ନେତା ବୋଲି ଅଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …

ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି...

ମା’ ଚାମୁଣ୍ଡାଙ୍କ ଆଖିରୁ ବାହାରୁଛି ଲୁହ: ଭକ୍ତଙ୍କ ଜମୁଛି ଭିଡ

ଭୋପାଳ,୨୯।୯: ମଧ୍ୟପ୍ରଦେଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ମଧ୍ୟପ୍ରଦେଶର ନିମଚ ଜିଲାର ବନ୍ୟା ପ୍ରଭାବିତ ଧାନମଣ୍ଡିରେ ଥିବା ମା’ ଚାମୁଣ୍ଡାଙ୍କ ଆଖିରୁ ଲୁହ ବାହାରୁଛି।...

ତିନି ଦିନିଆ ମୁମ୍ବାଇ ଗସ୍ତରେ ଯିବେ ଦିଦି: ଉଦ୍ଧବ ଠାକରେ, ଶରଦ ପାୱାରଙ୍କ ସହ ହେବ ସାକ୍ଷାତ୍‌କାର

କୋଲକାତା,୩୦ ।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଉଛନ୍ତି । ଏହି ସମୟରେ ସେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ...

ସୁଶାନ୍ତ ସିଂ ରାଜପୁତ, ବିକାଶ ଦୁବେଙ୍କ ଉପରେ ନିର୍ମାଣ କରାଯାଉଥିବା ଫିଲ୍ମର ନାଁ ରେଜିଷ୍ଟ୍ରେଶନ ଆରମ୍ଭ

ମୁମ୍ବାଇ,୧୩ ।୯: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁ୍‌ତ ମୃତ୍ୟୁ ମାମଲାର ଯାଞ୍ଚ ଏବେ ୩ଟି ଏଜେନ୍ସି କରୁଛନ୍ତି । ଆଉ ଏହି ମାମଲାରେ ତାଙ୍କର...

ଦେଶ ପାଇଁ ଏହି କାମ ସାରି ପିତାଙ୍କ ଚିତାରେ ନିଆଁ ଦେଲେ ମହିଳା ପୋଲିସ ଇନ୍ସପେକ୍ଟର

ଚେନ୍ନାଇ,୧୬।୮: ତାମିଲନାଡୁ ଜଣେ ମହିଳା ପୋଲିସର ଇନ୍ସପେକ୍ଟର ପିତାଙ୍କ ମୃତ୍ୟୁ ସତ୍ତ୍ୱେ ତାଙ୍କ ଅନ୍ତିମ ସଂସ୍କାର ବନ୍ଦ କରି ସ୍ବାଧୀନତା ଦିବସ ପରେଡର ନେତୃତ୍ୱ ନେଇଥିଲେ।...

ପୃଥିବୀର କଷ୍ଟସାଧ୍ୟ ପରୀକ୍ଷା ମାଷ୍ଟର ସମେଲିଅର ଡିପ୍ଲୋମା

ସଫଳ ବୃତ୍ତିଗତ ଜୀବନରେ ପାଦଦେବା ଆଗରୁ ମଣିଷ ସମ୍ମୁଖୀନ ହୋଇଥାଏ ଅନେକ ପରୀକ୍ଷାର। ସେଥିରୁ କେତୋଟିରେ ସହଜରେ ସଫଳତା ମିଳିଥାଏ ତ ଆଉ କେତେକରେ ବିଫଳତା।...

ରାମ ଜେଠ୍‌ମାଲାନୀଙ୍କ ପରଲୋକ

ନୂଆଦିଲ୍ଲୀ,୮।୯: ବରିଷ୍ଠ ଆଇନଜୀବୀ ରାମ ଜେଠ୍‌ମାଲାନୀଙ୍କ ରବିବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ...

ଆତଙ୍କବାଦୀ ସନ୍ଦେହରେ ୫ ଗିରଫ

ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ...

Advertisement
Archives

Model This Week