୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ସମ୍ପର୍କରେ ଅପରାହ୍ନ ୪ଟାରେ ସୂଚନା ଦେବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଫଳରେ ଦିନକୁ ଦିନ ଅର୍ଥନୀତି ଖରାପ ହେବାରେ ଲାଗିଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜ ସମ୍ପର୍କରେ ବୁଧବାର ଅପରାହ୍ନ ୪ଟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ଗଣମାଧ୍ୟମ ସମ୍ମିଳନୀରେ ସୂଚନା ଦେବେ। କେଉଁ ସେକ୍ଟରକୁ କେତେ ପରିମାଣର ଆର୍ଥିକ ସହାୟତା ମିଳିବ ସେନେଇ ଅର୍ଥମନ୍ତ୍ରୀ ଏହି ସମ୍ମିଳନୀରେ ପ୍ରକାଶ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆନ୍ଦୋଳନ ଭିତରେ ଆକ୍ସନ ମୋଡକୁ ଆସିଲେ ଧର୍ମେନ୍ଦ୍ର ପ୍ରଧାନ: ନେଲେ ଏହି ପଦକ୍ଷେପ, ଓଡ଼ିଶାର ସାଂସଦଙ୍କ ସହିତ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri