୨୧୦ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ

ଖୋର୍ଦ୍ଧା ଅଫିସ,୩୦।୩: କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ଲାଗି ଖୋର୍ଦ୍ଧା ଜିଲାର ୧୯୦ ପଞ୍ଚାୟତ, ଖୋର୍ଦ୍ଧା, ଜଟଣୀ ପୌରାଞ୍ଚଳ, ବାଣପୁର ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୨୧୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବ। ଏଥିଲାଗି ପ୍ରତି ପଞ୍ଚାୟତକୁ ୫ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ଏହି ଅର୍ଥରେ ବିଦ୍ୟୁତ, ପାନୀୟ ଜଳ, ଶୌଚାଳୟ ଆଦି ବ୍ୟବସ୍ଥା କରାଯିବ ବୋଲି ଭୁବନେଶ୍ବର ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁ କହିଛନ୍ତି। ପ୍ରତି ପଞ୍ଚାୟତରେ ୫୦ଟି ଶଯ୍ୟା ରହିବ। ଏହି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବିଭିନ୍ନ ସ୍କୁଲ, କଲେଜ, ୟୁନିଟ ହଲ, କଲ୍ୟାଣ ମଣ୍ଡପ, ରାଜୀବଗାନ୍ଧୀ ଆବାସ କେନ୍ଦ୍ରରେ ହେବ। ଭୁବନେଶ୍ବରକୁ ବାଦ ଦେଇ ଜିଲାରେ ୯୩୨ ଅସହାୟ, ଗରିବ ବ୍ୟକ୍ତି ସହାୟତା ଦିଆଯାଇଛି। ସେହିପରି କରୋନା ନିମୟ ଉଲ୍ଲଂଘନ କରି ୪ ଗିରଫ ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଧୁରୁନି ଖୋର୍ଦ୍ଧା ସହର ଟ୍ରାଫିକ୍‌ ସମସ୍ୟା

ଖୋର୍ଦ୍ଧା ଅଫିସ,୪।୩: ଖୋର୍ଦ୍ଧା ସହରରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବିଶେଷକରି ଚଣ୍ଡିଚୁଆଠାରୁ ମୁକୁନ୍ଦପ୍ରସାଦ, ଡାକ୍ତର୍ସ ଲେନ୍‌ଠାରୁ ଗୁରୁଜଙ୍ଗ ରାସ୍ତା, ଥାନାଛକ (ଟ୍ରାଫିକ ଛକ) ଠାରୁ...

ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୨୯ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୯।୯: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୨୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌...

ନନ୍ଦନକାନନରେ ୪ ଦିନରେ ୪ ପକ୍ଷୀ ମୃତ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ନନ୍ଦନକାନନରେ ଲଗାତାର ୪ ଦିନରେ ୪ଟି ପକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତ ପକ୍ଷୀଙ୍କ ମଧ୍ୟରୁ ତିନୋଟି ମୟୂର ଓ ଗୋଟିଏ ମାଟିଆ ଚିଲ ଅଛନ୍ତି।...

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ...

ବିଦ୍ୟାଳୟରେ ଶିକ୍ଷକଙ୍କୁ ମୋବାଇଲ ମନା

ଭୁବନେଶ୍ୱର, ୨୮-୮(ବ୍ୟୁରୋ):ଶିକ୍ଷାନୁଷ୍ଠାନଗୁଡ଼ିକରେ ଶୈକ୍ଷିକ ବାତାବରଣ ସୃଷ୍ଟି କରିବା ଲକ୍ଷ୍ୟ ନେଇ ଶିକ୍ଷକଙ୍କ ଉପରେ କେତେକ କଟକଣା ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଶିକ୍ଷକମାନେ...

ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ବୋଲଗଡ଼/ଭାପୁର,୧୭ା୬(ଡି.ଏନ୍‌.ଏ.)-ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ ବୋଲଗଡ଼ଠାରେ ରବିବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଭାପୁର...

୧୧ହଜାର ଶିଶୁ, ୨୬୩୧ ଗର୍ଭବତୀ ନେବେ ଟିକା

ଖୋର୍ଦ୍ଧା ଅଫିସ,୮ା୩:କୋଭିଡ୍‌ ମହାମାରୀ ସମୟରେ ନିୟମିତ ଟିକାକରଣରୁ ବଞ୍ଚିତ ପିଲାମାନଙ୍କୁ ଟିକାକରଣ ନିମନ୍ତେ ସୋମବାର ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ କାର୍ଯ୍ୟାଳୟ ମାତୃ ଓ ଶିଶୁ...

ହାତୀ ଆକ୍ରମଣରେ ୨ମୃତ

ଖୋର୍ଦ୍ଧା ଅଫିସ,୧୮।୧: ବେଗୁନିଆ ବ୍ଲକ ହଜ ପଞ୍ଚାୟତରେ ଶନିବାର ହାତୀ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା...

Advertisement
Archives

Model This Week