୨୧ ଅମାନିଆଙ୍କୁ ଆର୍ଥିକ ଦଣ୍ଡ

ସୋର,୧୫ା୪(ଡି.ଏନ.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ସମଗ୍ର ଦେଶ ତଥା ରାଜ୍ୟରେ ଲାଗୁ ହୋଇଥିବା ଲକ୍‌ଡାଉନ୍‌ ବେଳେ କେତେକ ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ମଙ୍ଗଳବାର ସୁଦ୍ଧା ୨୧ଜଣଙ୍କଠାରୁ ୪ହଜାର ୨ଶହ ଟଙ୍କା ଆଦାୟ କରାଯାଇଛି। ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ରାକେଶ କୁମାର ପଣ୍ଡା ୧୨ଟି ଦୋକାନକୁ ସିଲ୍‌ କରିଛନ୍ତି। ଯେଉଁ ଦୋକାନୀମାନେ ନିର୍ଦ୍ଧାରିତ ସମୟ ପରେ କିମ୍ବା ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଇବାକୁ ପଦକ୍ଷେପ ନ ନେବା ସହ ମାସ୍କ ପିନ୍ଧୁନାହାନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?