୨୧ କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି

ପୁରୁଷୋତ୍ତମପୁର,୧୦।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ୨୧ ଜଣ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିୟମିତ ଶିକ୍ଷକ ଭାବରେ ମାନ୍ୟତା ମିଳିଛି। ଏହି ନିୟମିତ ଆଦେଶପତ୍ରକୁ ବ୍ଲକ ଶିକ୍ଷାଧିକାରୀ ହରେକୃଷ୍ଣ ପଣ୍ଡା ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଦାନ କରି ନିଷ୍ଠାପରତାର ସହ କାର୍ଯ୍ୟ କରି ପିଲାଙ୍କୁ ଉଚିତ୍‌ମାର୍ଗରେ ଗଢ଼ି ତୋଳିବା ପାଇଁ ପରାମର୍ଶ ଦେଇଥିଲେ। ଏଥିରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ପ୍ରଦୀପ କୁମାର ଆଚାରୀ, ଅବନୀ ପଟ୍ଟନାୟକ, କନିଷ୍ଠ ଶିକ୍ଷକ ସଂଘର ସଭାପତି ହେମନ୍ତ ବେହେରା, ଉପସଭାପତି ବିଘ୍ନରାଜ ମହାପାତ୍ର, କୋଷାଧ୍ୟକ୍ଷ ବିନୋଦ ବେହେରା, ଜିଲାପରିଷଦ ଶିକ୍ଷକ ସଂଘର ସଭାପତି ଇ. ରମେଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା...

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...

ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ ଘୋଷଣା ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। ଏଥିପାଇଁ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ...

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ...

ଛୁଆହାତୀ ମୃତ୍ୟୁ ଘଟଣାରେ ୨ ଗିରଫ

ରାଇକିଆ,୧୬ା୧(ଡି.ଏନ.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକର ବାରବା ରେଞ୍ଜରେ ଗତ ବୁଧବାର ଏକ ଛୁଆହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବନ ବିଭାଗ ରବିବାର ୨...

କ୍ଷୁଦ୍ର ଚଳଚ୍ଚିତ୍ରରେ ଜଗନ୍ନାଥଙ୍କୁ ଅସମ୍ମାନ

ଯାଜପୁର ଅଫିସ,୧୧ା୯: ଓଟିଟି ପ୍ଲାଟ୍‌ଫର୍ମ ଡିଜ୍‌ନି ପ୍ଲସ୍‌ ହଟ୍‌ ଷ୍ଟାରରେ ପ୍ରସାରିତ ହିନ୍ଦୀ ଶଟ ଫିଲ୍ମ ‘ମିଆଁ ବିବି ଔର ବାନାନାରେ ଜଗତର ନାଥ ଜଗନ୍ନାଥଙ୍କୁ...

୩୦ୟୁନିଟ୍‌ ରକ୍ତ ସଂଗ୍ରହ

ବାଲେଶ୍ୱର ଅଫିସ, ୧୪।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ହାଇସ୍କୁଲଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଚ୍ଛା ସଙ୍ଗଠନ ପକ୍ଷରୁ ସୋମବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ...

ବନ୍ୟଜନ୍ତୁଙ୍କ ଫଟୋ ପ୍ରସାରିତ ପରେ ବଢ଼ିଲା ସୁରକ୍ଷା ଚିନ୍ତା

କେନ୍ଦୁଝର,୧୨।୩(ସ୍ବ.ପ୍ର.): ଅଟେଇ ସଂରକ୍ଷିତ ଜଙ୍ଗଲରେ ୭ଟି ବିଲୁପ୍ତ ପ୍ରାଣୀଙ୍କୁ ମିଶାଇ ୨୧ ପ୍ରକାରର ପ୍ରାଣୀଙ୍କ ଉପସ୍ଥିତିକୁ ନେଇ ବନ ବିଭାଗ ପକ୍ଷରୁ ଟ୍ରାପ୍‌ କ୍ୟାମେରାରେ ରେକର୍ଡ...

Advertisement
Archives

Model This Week