Posted inଜାତୀୟ

୨୧ କେନ୍ଦ୍ରୀୟ ବିଦ୍ୟାଳୟ ଗୃହ ଅସୁରକ୍ଷିତ

ନୂଆଦିଲ୍ଲୀ,୨୪ା୭(ପି.ଟି.): ଦେଶରେ ଚାଲିଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରୁ ୨୧ଟିର ଶ୍ରେଣୀଗୃହ ଅସୁରକ୍ଷିତ ରହିଛି। ଏଗୁଡ଼ିକ ସମ୍ପୂର୍ଣ୍ଣ କିମ୍ବା ଆଂଶିକଭାବେ ଅସୁରକ୍ଷିତ ଥିବାରୁ ଏଠାରେ ପାଠ ପଢ଼ାଯାଇ ପାରିବ ନାହିଁ ବୋଲି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଗୁଡ଼ିକ ମଧ୍ୟରୁ ମହାରାଷ୍ଟ୍ରରେ ୮, ଆସାମରେ ୩, ଉତ୍ତରପ୍ରଦେଶ ଓ ଗୁଜରାଟରେ ୨ଟି ଲେଖାଏ, ତ୍ରିପୁରା, କେରଳ, ପଶ୍ଚିମବଙ୍ଗ ଓ ମଧ୍ୟପ୍ରଦେଶ ଓ ସିକିମ୍‌ରେ ଗୋଟିଏ ଲେଖାଏ ରହିଛି। ଅଡିଟ୍‌ ରିପୋର୍ଟରେ ଏହା ଦର୍ଶାଯାଇଥିବାବେଳେ ଦଶନ୍ଧି ଦଶନ୍ଧି ଧରି ଏଗୁଡ଼ିକ ଜରାଜୀର୍ଣ୍ଣ ହୋଇ ପଡ଼ିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ ଘୋଡ଼ା ଚଢି ବରଘରେ ପହଞ୍ଚିଲେ ଦୁଇ ଭଉଣୀ

ଖଣ୍ଡଓ୍ବା,୨୪।୧: ରାଜସ୍ଥାନର ଖଣ୍ଡଓ୍ବାରେ ବିବାହକୁ ନେଇ ଦେଖିବାକୁ ମିଳିଛି ଏକ ଭିନ୍ନ ପରମ୍ପରା। ବିବାହ ପାଇଁ ଯାଉଥିବା ସମୟରେ ଘୋଡ଼ା ସହ ବରଯାତ୍ରୀ ଓ ବାଜାବାଣ...

କାଶୀରେ ଖୋଲିଲା ପ୍ରଥମ ଓ୍ବାଟର ବ୍ୟାଙ୍କ: ଖାତା ଖୋଲିବାକୁ ଆଧାର ବାଧ୍ୟତାମୂଳକ

ବାରଣାସୀ,୪।୮: ଉତ୍ତର ପ୍ରଦେଶ କାଶୀର ଅଧିକାଂଶ ଅଞ୍ଚଳରେ ଏବେବି ଶୁଦ୍ଧ ପାନୀୟ ଜଳ ସଙ୍କଟ ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ମୁସଲିମ ରାଷ୍ଟ୍ରୀୟ ମଞ୍ଚ...

ସହମତି ବିନା ଅନଲାଇନ କ୍ଲାସ ପାଇଁ ଶିକ୍ଷାର୍ଥୀଙ୍କୁ ବାଧ୍ୟ କରିପାରିବେ ନାହିଁ କୋଚିଂ ପ୍ରତିଷ୍ଠାନ…

ନୂଆଦିଲ୍ଲୀ,୬।୨ : ଦିଲ୍ଲୀର ଏକ ଉପଭୋକ୍ତା ନିବାରଣ ଆୟୋଗ ଏକ ମେଡିକାଲ କୋଚିଂ ପ୍ରତିଷ୍ଠାନକୁ ଜଣେ ଛାତ୍ର ଦେଇଥିବା ସମସ୍ତ ଅଗ୍ରୀମ କୋର୍ସ ଫି ଫେରସ୍ତ...

ସମଲିଙ୍ଗୀ ବିବାହ ମାମଲା: ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ,୧୮।୪: ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ପ୍ରଦାନ ଉପରେ ମଙ୍ଗଳବାର ୫ ଜଣିଆ ଖଣ୍ଡପୀଠରେ ଶୁଣାଣି ହେବ। ତେବେ ସୁପ୍ରିମକୋର୍ଟର ଶୁଣାଣିକୁ ନେଇ କେନ୍ଦ୍ର ବିରୋଧ...

ଭାରତ ଇତିହାସରେ ପ୍ରଥମ ଘଟଣା: ମୌସୁମୀ ଅଧିବେଶନରେ ରହିବନି ପ୍ରଶ୍ନକାଳ !

ନୂଆଦିଲ୍ଲୀ, ୨।୯: ସେପ୍ଟେମ୍ବର ୧୪ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏନେଇ ଲୋକ ସଭା...

କରୋନା ଗ୍ରାଫ୍‌ ଉପରମୁହାଁ: ଏହି ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଶିମଲା,୩୦।୭: ହିମାଚଳ ପ୍ରଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ଦିନ ଧରି ରାଜ୍ୟରେ ଲଗାତର ଭାବେ...

ପୁଣି ନିଜ ଦଳର ସରକାରଙ୍କୁ ଟାର୍ଗେଟ କଲେ ସିଦ୍ଧୁ

ଜଳନ୍ଧର,୧୦।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଦୀର୍ଘ ଦିନର ମନୋମାଳିନ୍ୟ ପରେ ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଅଛନ୍ତି।...

ଭାରତରେ ଲକ୍‌ଡାଉନ୍‌ ଜାରି ହେବା ଜରୁରୀ: ଟାସ୍କ୍‌ଫୋର୍ସ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ...

Advertisement
Archives

Model This Week