୨୧ ଜିଲାରୁ ୧୩୦ କରୋନା ପଜିଟିଭ ଚିହ୍ନଟ: ସର୍ବାଧିକ କଟକରୁ

ଭୁବନେଶ୍ୱର, ୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩୦ କରୋନା ଆକ୍ରାନ୍ତ ୨୧ଟି ଜିିଲାର। ତେବେ କଟକରୁ ସର୍ବାଧିକ ୨୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୨୨ଜଣ ଲେଖାଏ ରହିଛନ୍ତି। ସେହିପରି ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତିରୁ ୭, କୋରାପୁଟରୁ ୬, ବରଗଡ଼ ଓ ଭଦ୍ରକରୁ ୪, ବଲାଙ୍ଗୀର, କନ୍ଧମାଳ, ଯାଜପୁର ଓ କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ଢେଙ୍କାନାଳରୁ ୨ ପୁରୀ, ରାୟଗଡ଼ା, ଜଗତ୍‌ସିଂହପୁର, ଅନୁଗୋଳ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ନୂଆ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଟି ଲୋକାଲ କେସ୍‌ ରହିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଗା ଖୋଜୁଛି ମଡେଲ ବସ୍‌ଷ୍ଟାଣ୍ଡ୍‌

ଢେଙ୍କାନାଳ ଅଫିସ, ୧୨।୩ ବଢୁଛି ଢେଙ୍କାନାଳ ସହର। ବଦଳୁଛି କଳେବର। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ଆନୁଷଙ୍ଗିକ ଭିତ୍ତିଭୂମିର ବିକାଶ ଆବଶ୍ୟକତା ଅନୁଭବ ହେଲାଣି। ହେଲେ ପ୍ରଶାସନିକ...

କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ...

‘ବଳକା ରାଜ୍ୟରେ ଘରୋଇ ଉପଭୋକ୍ତା ଶୋଷିତ’

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ୍‌ ବିଭ୍ରାଟ ଓ ଘରୋଇକରଣକୁ ନେଇ ସରକାରଙ୍କ ଉପରେ ବିରୋଧୀ ବର୍ଷିଛନ୍ତି। ରାଜ୍ୟରେ ବିଦ୍ୟୁତ୍‌ ସେବା ବିପର୍ଯ୍ୟସ୍ତ ହୋଇଛି। ଗାଁ ଗଣ୍ଡାରେ ଘନ...

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି...

ଓଡ଼ିଶାରେ କୃଷି ପରେ କର୍ମ ସଂସ୍ଥାନ ଯୋଗାଉଛି ବୟନ ଶିଳ୍ପ: ମନ୍ତ୍ରୀ

ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ଗ୍ରାମୀଣ କାରିଗରଙ୍କ ସଶକ୍ତୀକରଣ ନିମନ୍ତେ...

ଭୋଟର ତାଲିକାରେ ଚଞ୍ଚକତା

ଖୋର୍ଦ୍ଧା ଅଫିସ,୩୧ା୧: ମତଦାନ ହେଉଛି ନାଗରିକଙ୍କ ସାମ୍ବିଧାନିକ ଅଧିକାର। କୌଣସି ମତଦାତା ଯେପରି ମତଦାନରୁ ବଞ୍ଚିତ ନ ହେବେ ସେଥିଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱ...

ଆଜିଠୁ ଖୋଲିବ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ...

ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।...

Advertisement
Archives

Model This Week