Posted inଜାତୀୟ

୨୧ ଦିନରେ ତେଜସ୍‌ର ଲାଭ ୭୦ ଲକ୍ଷ

ନୂଆଦିଲ୍ଲୀ,୧୧।୧୧: ଦେଶର ପ୍ରଥମ ଘରୋଇ ଟ୍ରେନ୍‌ ତେଜସ୍‌ ୨୧ ଦିନରେ ୭୦ ଲକ୍ଷ ଟଙ୍କାର ଲାଭ କରି ପାରିଛି। ଅକ୍ଟୋବର ୫ରୁ ଏହାର ଯାତ୍ରା ଆରମ୍ଭ କରିଥିଲା। ଅକ୍ଟୋବର ୨୮ ସୁଦ୍ଧା ଏହା ୩,୭୦ କୋଟି ଟଙ୍କାର ଟିକେଟ ବିକ୍ରି କରିଥିଲା। ତେଜସ୍‌ ଏଭଳି କରି ଏକ ରେକର୍ଡ କରିଥିବା କୁହାଯାଉଛି। ସୂଚନାଯୋଗ୍ୟ, ଏହି ଟେନ୍‌ରେ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ଖାଦ୍ୟ, ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ବୀମା ଏବଂ ବିଳମ୍ବ ହେଲେ ଯାତ୍ରୀଙ୍କୁ କ୍ଷତିପୂରଣ ଦିଆଯିବାର ସୁବିଧା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ୧୯୬ଜଣ ଡାକ୍ତରଙ୍କ ଜୀବନ ନେଲାଣି କରୋନା

ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ...

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ...

ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା

ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି।...

ଅତିକ-ଅଶ୍ରଫ ହତ୍ୟା ମାମଲା: ୩ ଜଣିଆ ନ୍ୟାୟିକ ଆୟୋଗ ଗଠନ କଲେ ୟୁପି ସରକାର

ଲକ୍ଷ୍ନୌ,୧୬।୪: ପ୍ରୟାଗରାଜରେ ଅତିକ ଅହମ୍ମଦ ଏବଂ ଅଶ୍ରଫ ଅହମ୍ମଦଙ୍କ ହତ୍ୟା ମାମଲାର ତଦନ୍ତ ପାଇଁ ଉତ୍ତରପ୍ରଦେଶ ଗୃହ ବିଭାଗ ପକ୍ଷରୁ ବର୍ତ୍ତମାନ ଏକ ନ୍ୟାୟିକ ଆୟୋଗ...

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ନାହିଁ ନୀତୀଶ

ପାଟନା,୨୫ ।୭: ଦେଶର ସର୍ବୋଚ୍ଚ ସମ୍ବିଧାନିକ ପଦ ପାଇଁ ଦ୍ରୌପଦୀ ମୁର୍ମୁ ସୋମବାର ଅର୍ଥାତ୍ ଜୁଲାଇ ୨୫ରେ ଶପଥ ନେବାକୁ ଯାଉଛନ୍ତି । ଶପଥ ଗ୍ରହଣ...

ଭାଜପା ନେତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଗୁରଗାଓଁ,୧୦ା୨(ପି.ଟି.): ଅନ୍ୟ ଜଣକ ସହ ଅନୈତିକ ସମ୍ପର୍କ ରଖିବା ସନ୍ଦେହରେ ଉତ୍ତରପ୍ରଦେଶର ଗୁରଗାଓଁରେ ଜଣେ ଭାଜପା ନେତ୍ରୀଙ୍କୁ ତାଙ୍କ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଭାଜପା...

ଚିନ୍ତା ବଢାଉଛି କେରଳ, ମହାରାଷ୍ଟ୍ର

ନୂଆଦିଲ୍ଲୀ,୨୮।୧: ଜାନୁୟାରୀ ୨୮ତାରିଖ ସୁଦ୍ଧା ଦେଶରେ ୨୫ ଲକ୍ଷ କୋଭିଡ ଟିକାକରଣ କରାଯାଇଛି। ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ ହଜାରକୁ...

Advertisement
Archives

Model This Week