Posted inଜାତୀୟ

୨୧ ବର୍ଷରେ ବିଚାରପତି

ଜୟପୁର,୨୨-୧୧:ରାଜସ୍ଥାନ ରାଜଧାନୀ ଜୟପୁରର ମାନସରୋବର ବାସିନ୍ଦା ୨୧ ବର୍ଷୀୟ ମୟଙ୍କ ପ୍ରତାପ ସିଂ ଦେଶର ସର୍ବକନିଷ୍ଠ ବିଚାରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ସେ ପ୍ରଥମ ଉଦ୍ୟମରେ ହିଁ ରାଜସ୍ଥାନ ଜୁଡିସିଆଲ୍‌ ସର୍ଭିସ (ଆର୍‌ଜେଏସ୍‌)ରେ ଉତ୍ତୀର୍ଣ୍ଣ ହୋଇ ଇତିହାସ ରଚିଛନ୍ତି।
ୟୁନିଭର୍ସିଟିରେ ଗତ ଏପ୍ରିଲରେ ୫ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମ ଶେଷ କରିଥିବା ମୟଙ୍କ ନିଜ ପ୍ରସ୍ତୁତି ସମ୍ପର୍କରେ କହିଛନ୍ତି, ଆର୍‌ଜେଏସ୍‌ ପରୀକ୍ଷାରେ ପାସ୍‌ କରିବା ଲାଗି ତାଙ୍କୁ ଦିନକୁ ୧୨ରୁ ୧୩ ଘଣ୍ଟା ପରିଶ୍ରମ କରିବାକୁ ପଡ଼ୁଥିଲା। ଭଲ ଫଳ ଆସିବ ବୋଲି ସେ ଆଶା କରିଥିଲେ। ଜଣେ ଭଲ ବିଚାରପତି ହେବା ପାଇଁ ସାଧୁତା ହେଉଛି ସବୁଠୁ ଗୁରୁତ୍ୱପୂର୍ଣ୍ଣ ଯୋଗ୍ୟତା। ବିଚାରପତିମାନେ ବାହୁବଳ ଓ ଅର୍ଥବଳ ସମେତ ବାହ୍ୟ ପ୍ରଭାବରୁ ମୁକ୍ତ ରହିବା ଉଚିତ ବୋଲି ମୟଙ୍କ କହିଛନ୍ତି। ପ୍ରକାଶ ଯେ, ଆର୍‌ଜେଏସ୍‌ ପରୀକ୍ଷା ଦେବା ପାଇଁ ପୂର୍ବରୁ ସର୍ବନିମ୍ନ ବୟସ ସୀମା ୨୩ ଥିବାବେଳେ ଚଳିତବର୍ଷ ରାଜସ୍ଥାନ ହାଇକୋର୍ଟ ଏହାକୁ ୨୧କୁ ଖସାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?