୨୨ରୁ ନୂଆ ଜିଏସ୍‌ଟି ଫାଇଲିଂ ଇଣ୍ଟରଫେସ୍‌

ନୂଆଦିଲ୍ଲୀ,୧୩-୧୦: ଚଳିତ ମାସ ୨୨ରୁ ନୂଆ ଜିଏସ୍‌ଟି ଫାଇଲିଂ ଇଣ୍ଟରଫେସ୍‌ କାର୍ଯ୍ୟକ୍ଷମ ହେବ। ଜିଏସ୍‌ଟି ଫାଇଲିଂ ବ୍ୟବସ୍ଥାକୁ ଆହୁରି ସରଳୀକରଣ କରିବା ଲକ୍ଷ୍ୟରେ ଏଭଳି ବ୍ୟବସ୍ଥା ଗ୍ରହଣ କରାଯାଇଥିବା ଜିଏସ୍‌ଟି ନେଟଓ୍ବର୍କ(ଜିଏସ୍‌ଟିଏନ୍‌) ପକ୍ଷରୁ କୁହାଯାଇଛି। ଭର୍ସନ-୨ରେ ଅଂଶୀଦାରଙ୍କ ବିଭିନ୍ନ ପ୍ରସ୍ତାବ ଉପରେ କାର୍ଯ୍ୟଧାରା ଗ୍ରହଣ କରାଯାଇଛି। ବିଭିନ୍ନ ପରୀକ୍ଷାନିରୀକ୍ଷା ପରେ ଭର୍ସନ-୩କୁ ଚଳିତ ମାସ ୨୨ରେ ଶୁଭାରମ୍ଭ କରାଯିବ ବୋଲି ଜିଏସ୍‌ଟି ନେଟଓ୍ବର୍କ ସିଇଓ ପ୍ରକାଶ କୁମାର ଶନିବାର କହିଛନ୍ତି। ଆଇଆଇଟି ଦିଲ୍ଲୀର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ କହିଛନ୍ତି, ପରୋକ୍ଷ ଟିକସକୁ ସରଳୀକରଣ କରିବା ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଛି। ଆୟକର ବିଭାଗ ସହ ତଥ୍ୟ ଆଦାନ ପ୍ରଦାନ ଦ୍ୱାରା ଟିକସ ଚୋରିକୁ ରୋକିବା ଦିଗରେ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ପରୋକ୍ଷ ଟିକସ ବ୍ୟବସ୍ଥାରେ ୧୨.୩ ନିୟୁତ ପଞ୍ଜୀକୃତ ଟିକସଦାତା ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଉତ୍ତର: ଦେଶରେ ନାହିଁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨୮-୧୧: ଅର୍ଥନୈତିକ କାର୍ଯ୍ୟକଳାପ ମନ୍ଥର ହୋଇଥାଇପାରେ ମାତ୍ର ଦେଶ ଉପରେ ମାନ୍ଦାବସ୍ଥାର ବିପଦ ନ ଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବୁଧବାର କହିଛନ୍ତି। ରାଜ୍ୟ ସଭାରେ ଅର୍ଥନୀତିରେ...

ବ୍ୟାଙ୍କ ଜମାର ବୀମା ସୁରକ୍ଷା ବଢିପାରେ

ନୂଆଦିଲ୍ଲୀ,୧୬-୧୧: ବ୍ୟାଙ୍କ ଜମା ଉପରେ ବର୍ତ୍ତମାନ ୧ ଲକ୍ଷ ଟଙ୍କାର ବୀମା ସୁରକ୍ଷା ରହିଥିବା ବେଳେ ଏହାକୁ ବଢାଇବାକୁ ସରକାର ଯୋଜନା କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା...

ଏଫ୍‌ଏମ୍‌ସିଜି କ୍ଷେତ୍ର ସାମ୍ନାରେ ବଡ ଅନିଶ୍ଚିତତା

ନୂଆଦିଲ୍ଲୀ,୮।୬: କରୋନା ଦେଶର ବାଣିଜି୍ୟକ ସ୍ଥିତିକୁ କ୍ଷତି ପହଞ୍ଚାଇଥିବା ବେଳେ ବର୍ତ୍ତମାନ ଏଫ୍‌ଏମ୍‌ସିଜି କ୍ଷେତ୍ରରେ ବଡ ଅନିଶ୍ଚିତତା ଦେଇ ଗତି କରୁଥିବା ପ୍ରମୁଖ ଏଫ୍‌ଏମସିଜି କମ୍ପାନୀ...

ପାସେଞ୍ଜର ଯାନ ବିକ୍ରି ୫୧% କମିଲା

ନୂଆଦିଲ୍ଲୀ,୧୪।୪: ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ପାଇଁ ପାସେଞ୍ଜର ଯାନ ବିକ୍ରି ୫୧% କମିଛି। ସଂକ୍ରମଣ ଭୟରେ ଲୋକମାନେ ଏବେ ଘରୁ ବାହାରକୁ ବାହାରୁ...

ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ବଢିଛି ୧୨ ପ୍ରତିଶତ

ନୂଆଦିଲ୍ଲୀ,୧।୩: କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ବୁଧବାର ଫେବୃଆରୀ ପାଇଁ ଜିଏସ୍‌ଟି ତଥ୍ୟ ପ୍ରକାଶ କରିଛି। ଫେବୃଆରୀରେ ଜିଏସ୍‌ଟି ସଂଗ୍ରହ ୧,୪୯,୫୭୭ କୋଟିରେ ପହଞ୍ଚିଛି, ଯାହାକି ୧୨...

ଅଭିବୃଦ୍ଧି ଅନୁମାନ କମାଇଲା ଡିବିଏସ୍‌

ନୂଆଦିଲ୍ଲୀ, ୩।୯ ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ଅଭିବୃଦ୍ଧି ଅନୁମାନକୁ ବ୍ୟାଙ୍କିଂ ସେବା ପ୍ରଦାନକାରୀ ଡିବିଏସ୍‌ ହ୍ରାସ କରିଛି। ୨୦୧୯-୨୦ ଆର୍ଥତ୍କ ବର୍ଷରେ ଭାରତର...

୨୦ରେ ହାଲଓ୍ବା ସେରିମନି

ନୂଆଦିଲ୍ଲୀ,୧୯-୧: ଚଳିତ ମାସ ୨୦ ତାରିଖରେ ହାଲଓ୍ବା ସେରିମନି ଅନୁଷ୍ଠିତ ହେବ। ପ୍ରଥା ଅନୁସାରେ ଏହି ଦିନ ବଜେଟ ଦସ୍ତାବିଜ ପ୍ରିଣ୍ଟ ଆରମ୍ଭ ହୋଇଥାଏ। ଫେବୃୟାରୀ...

ରାମ୍‌କୋ ସିମେଣ୍ଟ ପକ୍ଷରୁ ସହାୟତା

ନୂଆଦିଲ୍ଲୀ, ୩।୪: କୋଭିଡ-୧୯ ବିରୋଧୀ ଲଢେଇରେ ରାମ୍‌କୋ ସିମେଣ୍ଟ ଯୋଗଦାନ ରଖିଥିବା ସୂଚନା ଦେଇଛି। କମ୍ପାନୀ ଓଡିଶା ସମେତ ତାମିଲନାଡୁ, କେରଳ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା,...

Advertisement
Archives

Model This Week