୨୨ରେ ସୁରଟରେ ଓଡ଼ିଶା ମହୋତ୍ସବ: ଛତ୍ରପୁର ବିଧାୟକ ସମ୍ବର୍ଦ୍ଧିତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୨୧ା୧- ଗୁଜରାଟ ରାଜ୍ୟ ସୁରଟର ଆମରୋଲିରେ ୨୨ ତାରିଖରେ ଓଡିଶା ମହୋତ୍ସବ ଅନୁଷ୍ଠିତ ହେବ ା ଏହାକୁ ଓଡିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଉଦ୍‌ଘାଟନ କରିବେ ା ମୁଖ୍ୟ ଅତିଥି ଭାବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେବାକୁ ଥିବାବେଳେ ସ୍ବତନ୍ତ୍ର ଅତିଥି ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁ, କେନ୍ଦ୍ରାପଡା ଏମ୍‌ପି ଅନୁଭବ ମହାନ୍ତିି, ସମ୍ମାନିତ ଅତିଥି ଭାବେ କମିଶନର ବାଞ୍ଛାନିଧି ପାଣି, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ଯାଜପୁର ବିଧାୟକ, ଛତ୍ରପୁର ବିଧାୟକ, ସୋରଡା ବିଧାୟକ, ଚିକିଟି ବିଧାୟିକା, ପୋଲସରା ବିଧାୟକ, ବ୍ରହ୍ମପୁର ବିଧାୟକ, ଆସିକା, ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାୟିକା, ଓଡିଶା ମହୋତ୍ସବ କମିଟି ସଭାପତି ବିଜୟ କୁମାର କହଁର, ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷ ସୁରଥ ଚନ୍ଦ୍ର ପ୍ରଧାନ, ଜିଲା ପରିଷଦ ଅଧ୍ୟକ୍ଷା ସୋନମ ପଲେଇ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ା ଏଥିସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ ା ଏହି ପରିପ୍ରେକ୍ଷୀରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୁରଟ ବିମାନ ବନ୍ଦରରେ ପହଞ୍ଚିିବା ପରେ ସେଠାରେ ପ୍ରବାସୀ ଓଡ଼ିଆ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଥିଲା ା ଗତ ବର୍ଷଠାରୁ ସୁରଟରେ ଓଡିଶା ମହୋତ୍ସବ ଆୟୋଜନ ହୋଇଆସୁଛି ା


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri