୨୨ଶହ ମସିହା ବେଳକୁ ମୃତ୍ୟୁକୁ ଜୟ କରିବ ମଣିଷ …

ମଣିଷ ବି ମୃତ୍ୟୁ ଉପରେ ବିଜୟ ଲାଭ କରିବାକୁ ସକ୍ଷମ ହୋଇପାରିବ। ଆଉ ୨୨ ଶହ ମସିହା ବେଳକୁ ମଣିଷ ହୋଇଯିବ ଭଗବାନ। ଯେପରି ସୃଷ୍ଟିକର୍ତ୍ତା ପୃଥିବୀର ସଂରଚନା କରିଛନ୍ତି ଠିକ୍‌ ସେହିଭଳି କାମ ମଣିଷ କରିବାକୁ ସକ୍ଷମ ହେବ। ମଣିଷ ପାଖରେ ମଧ୍ୟ ଭଗବାନ ହେବାର କ୍ଷମତା ଦେଖାଦେବ। ଏନେଇ ଜେରୁଜେଲମର ହିବ୍ରୁ ବିଶ୍ୱବିଦ୍ୟାଳୟର ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆସନ୍ତା କେତେ ଶହ ବର୍ଷ ପରେ ମଣିଷ ନିଜ ଭିତରେ ଦୈବୀଶକ୍ତି ହାସଲ କରିବାର କ୍ଷମତା ପାଇପାରିବ। ଟଙ୍କା ଦେଇ ମଣିଷ ନିଜ ମନମୁତାବକ ଶରୀର ଗଢି ପାରିବ। ଶାସ୍ତ୍ରରେ ଉଲ୍ଲେଖ ଅଛି ଯେ, ମଣିଷ ଭଗବାନଙ୍କ ସୃଷ୍ଟି ଏବଂ ଭଗବାନ ମଣିଷକୁ ତାଙ୍କ ହିସାବରେ ଗଢିଛନ୍ତି। ତେବେ ଏହା ଆଗାମୀ ଦିନରେ ମିଥ୍ୟାରେ ପରିଣତ ହେବ। ଆଧୁନିକ ଜ୍ଞାନକୌଶଳ ଦ୍ୱାରା ମଣିଷ ମୃତ୍ୟୁ ଉପରେ ମଧ୍ୟ ବିଜୟ ଲାଭ କରିବାକୁ ସକ୍ଷମ ହେବ। ମଣିଷ ଯେପର୍ଯ୍ୟନ୍ତ ଚାହିଁବ ବଞ୍ଚିବ। ଯେବେ ଚାହିଁବ ସେତେବେଳେ ଇଛା ମୃତ୍ୟୁ ଗ୍ରହଣ କରିବ। ଆଧୁନିକ ବାୟୋଟେକ୍ନୋଲୋଜି ଏବଂ ଜେନେଟିକ ଇଞ୍ଜିନିୟରିଂର ବିକାଶ ଦ୍ୱାରା ଏହା ସମ୍ଭବ ହୋଇପାରିବ ବୋଲି ଗବେଷଣା ରିପୋର୍ଟରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥିଲେ ଚାକରାଣୀ, ହେଲେ ମନ୍ତ୍ରୀ: କାଲିତାଙ୍କ ଫିଟିଗଲା ଭାଗ୍ୟ

କୋଲକାତା,।୧।୬: ପଶ୍ଚିମବଙ୍ଗରେ ଶୁଭେନ୍ଦୁ ଅଧିକାରୀ ସରକାରଙ୍କ କ୍ୟାବିନେଟ ସମ୍ପ୍ରସାରିତ ହୋଇଛି। ପ୍ରଥମ ଥର ପାଇଁ ରାଜ୍ୟରେ କ୍ଷମତାକୁ ଆସିଥିବା ଭାରତୀୟ ଜନତା ପାର୍ଟି (ଭାଜପା) କ୍ୟାବିନେଟ ଚୟନ…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

ନିମ୍ବ ଗଛରୁ ୫୦୦ଟଙ୍କିଆ ନୋଟ୍ ବର୍ଷା! ୨ଲକ୍ଷ ବୋହିନେଲେ ଲୋକେ, ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶର ବୁଲନ୍ଦସହରରୁ ଏପରି ଏକ ଦୃଶ୍ୟ ସାମ୍ନାକୁ ଆସିଛି, ଯାହାକି ଦେଖିବା ପରେ ଲୋକଙ୍କୁ କିଛି ସମୟ ପାଇଁ ସ୍ତବ୍ଧ କରିଦେଇଛି । ପଞ୍ଜୀକରଣ…

ପଶ୍ଚିମବଙ୍ଗ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ

କୋଲକାତା,୧।୬: ସୋମବାର ପଶ୍ଚିମବଙ୍ଗରେ ରାଜ୍ୟ ସରକାରଙ୍କ ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଛି। ଶୁଭେନ୍ଦୁଙ୍କ ଦଳରେ ୩୫ ଜଣ ନୂତନ ମନ୍ତ୍ରୀ ଶପଥ ନେଇଥିଲେ। ଏଠାରେ ଉଲ୍ଲେଖନୀୟ ଯେ…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଆଉ ଏକ ଝଟକା ଦେଲେ ସରକାର, ବଢିଲା LPG ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ,୧।୬: ଆଜି, ଜୁନ ୧ ତାରିଖରେ, ସାଧାରଣ ଜନତା ପୁଣି ଥରେ ବଢୁଥିବା ମୁଦ୍ରାସ୍ଫୀତିର ଏକ ବଡ଼ ଆଘାତର ସମ୍ମୁଖୀନ ହୋଇଛନ୍ତି। ଗ୍ୟାସ କମ୍ପାନୀଗୁଡ଼ିକ ପୁଣି ଥରେ…

ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ପରଲୋକ, ଏହି ଓଡ଼ିଆ ଫିଲ୍ମରେ କରିଛନ୍ତି କଣ୍ଠଦାନ

ମୁମ୍ବାଇ,୧ା୬: ଭେଟେରାନ କଣ୍ଠଶିଳ୍ପୀ ସୁମନ କଲ୍ୟାଣପୁରଙ୍କ ରବିବାର ପରଲୋକ ଘଟିଛି। ୮୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କ ଦେହାନ୍ତର ଖବର ସଙ୍ଗୀତ ଜଗତରେ ଶୋକର…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri