୨୨ କଏଦୀ ସ୍ଥାନାନ୍ତର

ଭଦ୍ରକ ଅଫିସ, ୨୬ା୩- ଭଦ୍ରକ ସବ୍‌ଜେଲରେ କ୍ଷମତା ଠାରୁ ପ୍ରାୟ ଦୁଇଗୁଣା କଏଦୀ ରହି ଆସୁଥିଲେ। ଜେଲ୍‌ ପରିସରରେ ସାମାଜିକ ଦୂରତା ପାଳନ ହେଉ ନ ଥିବା ନେଇ ଧରିତ୍ରୀରେ ଏକ ଖବର ମଙ୍ଗଳବାର ପ୍ରକାଶ ପାଇଥିଲା। ଏହାପରେ ଜେଲ ଉଚ୍ଚ କର୍ତ୍ତୃପକ୍ଷ ବୁଧବାର ୨୨ ଜଣ କଏଦୀଙ୍କୁ ସୋର ଜେଲ୍‌କୁ ସ୍ଥାନାନ୍ତର କରି ଥିବା ଜେଲ ଅଧୀକ୍ଷକ କୁଅଁର ମାରାଣ୍ଡି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri