୨୨ ଗ୍ରାମ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ବ୍ରାଉନସୁଗାର କାରବାର ଓ ଚୋରା ଚାଲାଣରେ ସଂପୃକ୍ତ ଜଣେ ଅଭିଯୁକ୍ତଙ୍କୁ କ୍ୟୁଏଟି ଏବଂ ଖାରବେଳ ନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍‌ସିଂହପୁର ମାଛଗାଁ ଅଞ୍ଚଳର ଆଲୋକ ପରିଡା। ସୂଚନା ମୁତାବକ, ଆଲୋକ ଭୁବନେଶ୍ୱର ମସ୍‌ଜିଦ କଲୋନୀରେ ରହି ସହରର ବିଭିନ୍ନ ଅଞ୍ଚଳରେ ଲୁଚା ଛପାରେ ବ୍ରାଉନସୁଗାର ବେପାର ଚଳାଇଥିଲା। ଏ ନେଇ କ୍ୟୁଏଟି ନିକଟରେ ଖବର ପହଞ୍ଚତ୍ବା ପରେ ତାଙ୍କୁ ଧରିବା ପାଇଁ ଯୋଜନା ହୋଇଥିଲା। ଶନିବାର ସନ୍ଧ୍ୟାରେ କ୍ୟୁଏଟି ଓ ଖାରବେଳ ଥାନା ପୋଲିସର ଏକ ମିଳିତ ଟିମ୍‌ ମସ୍‌ଜିଦ କଲୋନୀ ଅଞ୍ଚଳରେ ଚଢାଉ କରି ଅଭିଯୁକ୍ତ ଆଲୋକଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ ଗ୍ରାମ ବ୍ରାଉନସୁଗାର, ମୋବାଇଲ ଫୋନ ଓ ୧୨ ଶହ ଟଙ୍କା ଜବତ କରିଥିଲା। ଏ ନେଇ ପୋଲିସ ୩୫୨/୧୯ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ପଚରାଉଚରା ପରେ କୋର୍ଟ ଚାଲାଣ କରିଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri