Posted inଜାତୀୟ

୨୩ତମ ବିବାହ ବାର୍ଷିକୀରେ ଫଟୋ ଶେୟାର କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିବାହ ବାର୍ଷିକୀକୁ ୨୩ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ପ୍ରିୟଙ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିବା ସହ କିଛି ବାର୍ତ୍ତା ମଧ୍ୟ ଲେଖିଛନ୍ତି। ବିବାହ ସମୟର ଓ ଏହା ପରର କିଛି ଫଟୋ ଶେୟାର କରିବା ସହ ଦୀର୍ଘ ୨୩ ବର୍ଷ ଭିତରେ ଜୀବନର ବହୁତ ସୁନ୍ଦର ସମୟ କାଟିଛନ୍ତି ବୋଲି ପ୍ରିୟଙ୍କା ଲେଖିଛନ୍ତି। ସେ କହିଛନ୍ତି ଏହି ସମୟ ମଧ୍ୟରେ ସେ ଭଲପାଇବା, ହସିବା, କାନ୍ଦିବା, ମଜାକରିବା, ପରିବାର ସହ ସାମିଲ ହେବା ଓ ଭଗବାନଙ୍କର ଦୁଇଟି ଉପହାର ମଧ୍ୟ ତାଙ୍କୁ ମିଳିଛି। ତେବେ ରବର୍ଟ ଭଦ୍ରାଙ୍କ ସହ ୨୩+୬=୨୯ ବର୍ଷ କାଟିଥିବା ବେଳେ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ସେମାନେ ଏକାଠି ରହିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ପାଣି କିଡ୍‌ନୀ ଷ୍ଟୋନ୍‌ରୁ ରଖେ ଦୂରେଇ…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ କିଡ୍‌ନୀ ଷ୍ଟୋନ୍‌ ସମସ୍ୟା ଦେଖାଦେଇଥାଏ। ସପ୍ତାହରେ ୨-୩ଥର ପଇଡ଼ ପାଣି ପିଇଲେ ଏହି ସମସ୍ୟା...

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି...

ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା: ପେଶା ଛାଡ଼ିବାକୁ ମନା କଲେ ଭିକାରି

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ଲକ୍ଷ୍ନୌ ନଗର ନିଗମ ପକ୍ଷରୁ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା କରାଯାଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଚାକିରି...

ରାଜ୍ୟ ସରକାରଙ୍କ ବିରୋଧରେ ଫେସ୍‌ବୁକ୍‌ରେ ଏମିତି ପୋଷ୍ଟ କରିବା ପଡ଼ିଲା ମହଙ୍ଗା: ଚାଲିଗଲା ଚାକିରି

କେରଳର ଜଣେ ବିମାନବନ୍ଦର କର୍ମଚାରୀଙ୍କୁ ସୋସିଆଲ ମିଡିଆରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡ଼ିଛି। ଏ ନେଇ ତାଙ୍କ ଚାକିରି ଚାଲିଯାଇଛି। କନ୍ନୁର ଅନ୍ତର୍ଜାତୀୟ...

ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଲା ଭାରତ: ଡିଏସ୍‌ଆର୍‌ଓ ଗଠନକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୨।୬: ଭାରତ ଅନ୍ତରୀକ୍ଷ ଯୁଦ୍ଧ ପାଇଁ ଅଣ୍ଟା ଭିଡ଼ିଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗଠିତ କ୍ୟାବିନେଟ୍‌ କମିଟି ରକ୍ଷା ଅନ୍ତରୀକ୍ଷ ଅନୁସନ୍ଧାନ...

ପ୍ରୟାଗରାଜରେ ବିଷାକ୍ତ ମଦ ପିଇ ଚାଲିଗଲା ୬ ଜଣଙ୍କ ଜୀବନ

ପ୍ରୟାଗରାଜ, ୨୧।୧୧-ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ ଅନ୍ତର୍ଗତ ଫୁଲପୁରରେ ବିଷାକ୍ତ ମଦ ୬ ଜୀବନ ନେଇଛି। ଶୁକ୍ରବାର ରାତିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଶନିବାର ଆଉ ଦୁଇଜଣଙ୍କ...

୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲିବନି ସ୍କୁଲ

ଲକ୍ଷ୍ନୌ, ୨୧।୯: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ କୌଣସି ସ୍କୁଲ କଲେଜ ଖୋଲିବନି। ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଡ. ଦିନେଶ ଶର୍ମା ସୂଚନା ଦେଇଛନ୍ତି। ରାଜ୍ୟରେ...

କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ମୁଖ୍ୟମନ୍ତ୍ରୀ

ଗୁରୁଗ୍ରାମ, ୧୪।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର କରୋନା ମହାମାରୀରୁ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ୬୬ ବର୍ଷୀୟ ଖଟ୍ଟର ସୋମବାର ରାଜଧାନୀ...

Advertisement


Archives

Model This Week