Posted inଜାତୀୟ

୨୩ତମ ବିବାହ ବାର୍ଷିକୀରେ ଫଟୋ ଶେୟାର କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ବିବାହ ବାର୍ଷିକୀକୁ ୨୩ ବର୍ଷ ପୂରଣ ହୋଇଛି। ଏହାକୁ ନେଇ ପ୍ରିୟଙ୍କା ସୋସିଆଲ ମିଡିଆରେ କିଛି ଫଟୋ ଶେୟାର କରିବା ସହ କିଛି ବାର୍ତ୍ତା ମଧ୍ୟ ଲେଖିଛନ୍ତି। ବିବାହ ସମୟର ଓ ଏହା ପରର କିଛି ଫଟୋ ଶେୟାର କରିବା ସହ ଦୀର୍ଘ ୨୩ ବର୍ଷ ଭିତରେ ଜୀବନର ବହୁତ ସୁନ୍ଦର ସମୟ କାଟିଛନ୍ତି ବୋଲି ପ୍ରିୟଙ୍କା ଲେଖିଛନ୍ତି। ସେ କହିଛନ୍ତି ଏହି ସମୟ ମଧ୍ୟରେ ସେ ଭଲପାଇବା, ହସିବା, କାନ୍ଦିବା, ମଜାକରିବା, ପରିବାର ସହ ସାମିଲ ହେବା ଓ ଭଗବାନଙ୍କର ଦୁଇଟି ଉପହାର ମଧ୍ୟ ତାଙ୍କୁ ମିଳିଛି। ତେବେ ରବର୍ଟ ଭଦ୍ରାଙ୍କ ସହ ୨୩+୬=୨୯ ବର୍ଷ କାଟିଥିବା ବେଳେ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ସେମାନେ ଏକାଠି ରହିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ପରେ ମଣିପୁରକୁ ନେଇ ଆକ୍ସନ ମୋଡ୍‌ରେ ଶାହା, ଡାକିଲେ ବୈଠକ

ନୂଆଦିଲ୍ଲୀ, ୧୭।୬: ଜମ୍ମୁ-କଶ୍ମୀର ସ୍ଥିତି ସମୀକ୍ଷା ପରେ ଏବେ ମଣିପୁର ଉପରେ ଫୋକସ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆଜି ଅପରାହ୍ନ ୪ଟା...

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭।୬: ପଶ୍ଚିମବଙ୍ଗର ନୂଆ ଜଲ୍ ପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ...

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି...

ମାନବୀୟ ତ୍ରୁଟିରୁ ଦାର୍ଜିଲିଂ ଟ୍ରେନ୍ ଦୁର୍ଘଟଣା: ରେଲୱେ ବୋର୍ଡ ସିଇଓ

ନୂଆଦିଲ୍ଲୀ,୧୭।୬: ସୋମବାର ପଶ୍ଚିମବଙ୍ଗର ଜଲପାଇଗୁଡ଼ିରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ, ୨୫ ଜଣ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣା ମାନବୀୟ...

ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ...

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ...

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri