୨୩ରେ ଅଣଏନ୍‌ଡିଏ ଦଳ ବୈଠକ

ନୂଆଦିଲ୍ଲୀ,୧୭।୫:ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆସନ୍ତା ୨୩ରେ ଅଣଏନ୍‌ଡିଏ ଦଳଗୁଡ଼ିକର ନେତାଙ୍କୁ ନେଇ ଏକ ବୈଠକ କରିବେ। ଏଥିଲାଗି ଧର୍ମନିରପେକ୍ଷ ଦଳଗୁଡ଼ିକୁ ସେ ନିମନ୍ତ୍ରଣ କରଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ଡିଏମ୍‌କେ ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ଙ୍କ ସହ ଆର୍‌ଜେଡି, ଟିଏମ୍‌ସି, ଏସ୍‌ପି୍‌, ବିଏସ୍‌ପି ଆଦି ରାଜନୈତିକ ଦଳର ନେତାମାନଙ୍କୁ ଡକାଯାଇଛି। ସମନ୍ବୟ ରକ୍ଷାଲାଗି କଂଗ୍ରେସ ପକ୍ଷରୁ ଏକ ୪ ଜଣିଆ ଟିମ୍‌ ଗଠନ କରାଯାଇଛି। ନିର୍ବାଚନ ପରବର୍ତ୍ତୀ ମେଣ୍ଟ ଲାଗି ସମଭାବାପନ୍ନ ଦଳଗୁଡିକ ସହ ସମ୍ପର୍କ ରକ୍ଷା କରିବା ପାଇଁ ଅହମ୍ମଦ ପଟେଲ, ପି. ଚିଦାମ୍ବରମ୍‌, ଗୁଲାମ୍‌ ନବି ଆଜାଦ୍‌ ଓ ଅଶୋକ ଗେହଲଟ୍‌ଙ୍କୁ ଦାୟିତ୍ୱ ଦିଆଯାଇଛି। ୨୩ରେ ଭୋଟ ଗଣତି ପରେ ଫଳ ଆସିବାକୁ ଥିବାବେଳେ ଭାଜପା ସଂଖ୍ୟାଗରିଷ୍ଠତାଠାରୁ ବହୁ ପଛରେ ରହିବ ବୋଲି ଆଶଙ୍କା ପ୍ରକାଶ ପାଇଥିବାରୁ କଂଗ୍ରେସ ସରକାର ଗଠନ କରିବା ନେଇ ଆଶାବାଦୀ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ବୈଦେଶିକ ମନ୍ତ୍ରୀଙ୍କ ଭାରତ ପ୍ରେମ: କହିଲେ, ମୋଦି ଅଛନ୍ତି ତ ସବୁ ସମ୍ଭବ

ନ୍ୟୁୟର୍କ, ୧୩।୬: ଭାରତ ଏବଂ ଆମେରିକା ମଧ୍ୟରେ ଆଗକୁ ସମ୍ପର୍କ ଦୃଢ ହେବା ନେଇ ଆଶାବାଦୀ ଅଛନ୍ତି ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମପିଓ। ଇଣ୍ଡିଆ...

ନୂଆ ସଙ୍କଟରେ ପାକିସ୍ତାନ: ପାଓ୍ବାର ସିଷ୍ଟମ ଫେଲ୍‌…

ଇସଲାମାବାଦ,୨୩।୧ : ଗୋଟିଏ ପରେ ଗୋଟିଏ ସଙ୍କଟ ଦେଇ ପାକିସ୍ତାନ ଗତି କରୁଛି। ଭୟଙ୍କର ଅର୍ଥନୈତିକ ସଙ୍କଟ ଏବଂ ମୁଦ୍ରାସ୍ଫୀତିରୁ ମୁକ୍ତି ପାଇବାରେ ଅସମର୍ଥ ହେଉଥିବା...

ସ୍ପେନ୍‌ ମହାରାଣୀଙ୍କ ଗ୍ରେନେଡ୍‌ ଉପହାର

ମାଦ୍ରିଦ୍‌, ୧।୫: ରୁଷିଆ ଉପରେ ବିଜୟ କାମନା କରି ସ୍ପେନ୍‌ ମହାରାଣୀ ଲେଟିଜିଆ ଓରିଜ୍‌ ରୋକାସୋଲାନୋ ୟୁକ୍ରେନ୍‌କୁ ଗ୍ରେନେଡ ଉପହାର ପଠାଇଛନ୍ତି। ଏଥିରେ ସେ ସଂଖ୍ୟାତ୍ମକ...

୨୭.୩ କୋଟି ଭାରତୀୟ ଦାରିଦ୍ର୍ୟମୁକ୍ତ

ଜାତିସଂଘ,୧୮ା୭(ପି.ଟି.): ୨୦୦୫-୦୬ରୁ ୨୦୧୫-୧୬ ମଧ୍ୟରେ ଭାରତରେ ୨୭.୩ କୋଟି ଲୋକ ଦାରିଦ୍ର୍ୟମୁକ୍ତ ହୋଇଥିବା ଜାତିସଂଘ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ରିପୋର୍ଟ ଅନୁଯାୟୀ ୧୦ ବର୍ଷ...

ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ନାଗରିକଙ୍କୁ ଆଡଭାଇଜରି ଜାରି

କ୍ୱିଭ୍‌,୨।୩: ୟୁକ୍ରେନ୍‌ରେ ଫସିଥିବା ଭାରତୀୟ ନାଗରିକଙ୍କୁ ପୋଲାଣ୍ଡରେ ଥିବା ଭାରତୀୟ ଦୂତାବାସ ବୁଧବାର ଏକ ଆଡଭାଇଜରି ଜାରି କରିଛନ୍ତି। ଆଡଭାଇଜରି ଅନୁଯାୟୀ,ପୋଲାଣ୍ଡରେ ଶୀଘ୍ର ପ୍ରବେଶ ପାଇଁ...

କରୋନା ମୁକାବିଲା କରିବାକୁ ଏହି ଜିନ୍‌ ଚିହ୍ନଟ, ଜାଣନ୍ତୁ ଗବେଷଣାରୁ ଜଣାପଡ଼ିଲା ଏପରି ତଥ୍ୟ

ଓ୍ବାଶିଂଟନ,୧୭।୪: ଭାରତୀୟ ମୂଳ ବୈଜ୍ଞାନିକଙ୍କ ନେତୃତ୍ୱରେ ଆମେରିକୀୟ ଅନୁସନ୍ଧାନକାରୀଙ୍କ ଏକ ଦଳ କରୋନା ଭୂତାଣୁର ମୁକାବିଲା କରିବାରେ ଏକ ସଫଳତା ହାସଲ କରିଛନ୍ତି। ସେମାନେ ମାନବ...

ପୁଟିନ୍‌ଙ୍କ ଚେତାବନୀ, ବଢ଼ିବ ତୈଳ ଦାମ୍‌…

ମସ୍କୋ, ୯।୭ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସମର୍ଥନ କରୁଛନ୍ତି ଏବଂ ରୁଷିଆ ବିରୋଧରେ ବିଭିନ୍ନ...

୮୧ ବର୍ଷ ପରେ ଫୁଟିଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ବୋମା

ଲଣ୍ଡନ,୧।୩: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏକ ବୋମାକୁ ୮୧ ବର୍ଷ ପରେ ଫୁଟାଯାଇଛି। ବ୍ରିଟେନ୍‌ର ଏକ୍ସେଟର ସହରରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ରବିବାର ପହଞ୍ଚି ରିମୋର୍ଟ...

Advertisement
Archives

Model This Week