୨୩ ଗ୍ରାମ ବ୍ରାଉନସୁଗାର ଜବତ, ୨ ଗିରଫ

ବରଗଡ଼ ଅଫିସ,୪ା୬: ବରଗଡ଼ ଜିଲା ସୋହେଲା ଥାନା ପୋଲିସ ବୁଧବାର ସନ୍ଧ୍ୟାରେ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଖଜୁରଟିକ୍ରା ନିବାସୀ ଅର୍ସଦ ଓରଫ ରାଜା ଖାଁ(୩୨) ଏବଂ ସୋହେଲା ଥାନା ଅନ୍ତର୍ଗତ ବିନ୍ଧାନପାଲି ନିବାସୀ ବିକ୍ରମ ସାହୁ(୨୮) ବୋଲି ଜଣାପଡ଼ିଛି। ସେମାନଙ୍କ ପାଖରୁ ୨୩ ଗ୍ରାମ ୩୭୦ ମିଲିଗ୍ରାମ ବ୍ରାଉନସୁଗାର ଏବଂ ଏକ ବାଇକ୍‌(ନଂ-ସିଜି୧୩ୟୁବି ୨୧୦୨) ଜବତ ହୋଇଛି। ରାୟପୁରରୁ ବରଗଡ଼ ପଟକୁ ଅସୁଥିବାବେଳେ ଲୁହୁରାଚଟି ଛକରେ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ଏ ନେଇ ସୋହେଲା ଥାନାରେ କେସ୍‌ ନଂ ୬୩/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri