୨୩ ବର୍ଷ ପରେ ପେଶାଓ୍ବର ମସଜିଦ୍‌ରେ ଇଦ୍‌ ନମାଜ ପଢ଼ିବେ ମହିଳା

ଇସଲାମାବାଦ୍‌,୭।୩: ପାକିସ୍ତାନର ପେଶାଓ୍ବରଠାରେ ଥିବା ମସଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ଜାରି ହୋଇଥିବା କଟକଣା ହଟାଇ ନିଆଯାଇଛି। ଏହାଦ୍ୱାରା ୨୩ ବର୍ଷ ପରେ ମହିଳାମାନେ ଏଠାରେ ଇଦ ନମାଜ ପଢ଼ିବାର ସୁଯୋଗ ପାଇପାରିବେ। ପୂର୍ବରୁ ଏଠାରେ ମହିଳାମାନେ ନମାଜ ପାଠକରୁଥିଲେ। ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ୧୯୯୬ଠାରୁ ମସଜିଦ୍‌ରେ ମହିଳାଙ୍କୁ ନମାଜ ପାଠ ପାଇଁ ବାରଣ କରାଯାଇଥିଲା। ତେବେ ଗତ ଶୁକ୍ରବାର ମସଜିଦ୍‌ ପ୍ରଶାସନ ପକ୍ଷରୁ ମହିଳାଙ୍କୁ ନମାଜ ପାଠ ଲାଗି ଅନୁମତି ପ୍ରଦାନ କରାଯାଇଛି। ଶୁକ୍ରବାର ନମାଜରେ ୧୫-୨୦ ଜଣ ମହିଳା ମସଜିଦ୍‌ରେ ନମାଜ ପାଠ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କ ପ୍ରଚାର ପୂର୍ବରୁ ଲାଗୁ ହେଲା ୧୪୪ ଧାରା

ଇସଲାମାବାଦ,୮ା୩: ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ପଞ୍ଜାବରେ ପ୍ରାଦେଶିକ ନିର୍ବାଚନ ପାଇଁ ଏପ୍ରିଲ ୩୦ରେ ଭୋଟ୍‌ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ...

କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ସ୍ତ୍ରୀ ବର୍ଷେ ହେଲା କେଉଁଆଡ଼େ ଗାଏବ, ଉଠିଲାଣି ଅନେକ ପ୍ରଶ୍ନ

ପ୍ୟୋଙ୍ଗୟାଙ୍ଗ,୧।୨: ଉତ୍ତରକୋରିଆ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ତ୍ରୀ ରି-ସୋଲ୍‌-ଜୁ ବର୍ଷେରୁ ଅଧିକ ହେବ ନଜର ଆସୁନାହାନ୍ତି। ସେ ୨୦୨୦ ଜାନୁୟାରୀ ୨୫ରେ ରି ସୋଲ...

ଆମେରିକା-ବ୍ରିଟେନ ପରେ ଏବେ କାନାଡାରେ ଟିକଟକ ଉପରେ ଲାଗିଲା ପ୍ରତିବନ୍ଧକ, କର୍ମଚାରୀ କରିପାରିବେ ନାହିଁ ବ୍ୟବହାର

ଓଟାୱା,୨୮ ।୨: କାନାଡା ସରକାର ସର୍ଟ-ଫର୍ମ ଭିଡିଓ ଆପ ଟିକଟକକୁ ବ୍ୟାନ କରିଦେଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ସାଇବର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର...

‘ଶେଷ ପର୍ଯ୍ୟନ୍ତ ହଟିବୁ ନାହିଁ’

ଅଟାଓ୍ବା, ୧୪ା୨: କୋଭିଡ୍‌ ଟିକାକରଣ ବାଧ୍ୟତାମୂଳକ କରାଯିବା ଏବଂ କରୋନା କଟକଣା ବିରୋଧରେ କାନାଡାରେ ପ୍ରାୟ ୩ ସପ୍ତାହ ହେଲା ଆନ୍ଦୋଳନ ଜାରି ରହିଛି। ‘ଫ୍ରିଡମ୍‌...

ଯୁଦ୍ଧର ଛାତିଥରା ଦୃଶ୍ୟ,ବୁଚା ସହରରେ ଗୋଟିଏ କବରରେ ୩୦୦ରୁ ଅଧିକ ମୃତଦେହ…

କ୍ୱିଭ୍‌, ୩।୪ : ୟୁକ୍ରେନ ରାଜଧାନୀ କ୍ୱିଭ୍‌ ନିକଟରେ ଅବସ୍ଥିତ ବୁଚା ସହରରୁ ଯୁଦ୍ଧର ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଗୋଟିଏ କବରରୁ...

ଏଠାରେ ଆଉ ପିନ୍ଧା ଯିବନି ମାସ୍କ୍‌…

ସିଙ୍ଗାପୁର,୨୪।୩ : ସିଙ୍ଗାପୁରରୁ ଏବେ କରୋନା କଟକଣା ହଟିବାକୁ ଯାଉଛି। ଟିକାକରଣ ପରେ ସିଙ୍ଗାପୁର ପ୍ରଶାସନ ନିଷ୍ପତ୍ତି ନେଇଛି ଯେ ଲୋକଙ୍କ ଗତିବିଧି ଉପରେ ଆଉ...

ନୋବେଲ ଶାନ୍ତି ପୁରସ୍କାର ଦୌଡରେ ଜେଲେନସ୍କି ଆଗରେ…

ଓସଲୋ,୨।୨ : ନୋବେଲ ଶାନ୍ତି ପୁରସ୍କାର ପାଇଁ ନାଟୋ ସେକ୍ରେଟେରୀ ଜେନେରାଲ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ନାମ ଆଗରେ ରହିଛି। ନୋବେଲ ନିୟମ...

ଶେଷ ହୋଇନାହିଁ ମହାମାରୀ, ହେଲେ ଦେଖାଯାଉଛି ଏହାର ଅନ୍ତ: ଡବ୍ଲୁଏଚଓ ମୁଖ୍ୟ

ନ୍ୟୁୟର୍କ,୨୩ ।୯: କରୋନା ମହାମାରୀ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ । ହେଲେ ଏହାର ଅନ୍ତ ଖୁବ୍ ନିକଟରୁ ଦେଖାଯାଉଛି । ନ୍ୟୁୟର୍କରେ ଆୟୋଜିତ ୟୁଏନଜିଏ...

Advertisement
Archives

Model This Week