୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୫ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୭।୪: ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ୩୫୪ ନୂଆ ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମଣଙ୍କ ସଂଖ୍ୟା ୪,୪୨୧ରେ ପହଞ୍ଚିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ ଜଣଙ୍କ କରୋନା ସଂକ୍ରଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ସୁଦ୍ଧା ୩,୯୮୧ ଜଣ ଚିକିତ୍ସିତ ହେଉଥିବା ବେଳେ ୩୨୫ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୪ ଜଣଙ୍କ ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଥିବା ବେଳେ ଆମେରିକାରେ ଏବେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଘନ ଘନ ବୃଦ୍ଧି ପାଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…

ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?