୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୫ ନୂଆ ରୋଗୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪

ନୂଆଦିଲ୍ଲୀ,୨୭।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି। ଶୁକ୍ରବାର ୭୫ ଜଣ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪ରେ ପହଞ୍ଚିଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ପ୍ରାୟ ୬୦ ଜଣ ସୁସ୍ଥ ହୋଇଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। କେରଳରେ ସର୍ବାଧିକ ୧୩୭ ଜଣ କରୋନା ପଜିଟିଭ ମିଳିଥିବା ବେଳେ ମହାରାଷ୍ଟ୍ରରେ ପ୍ରାୟ ୧୩୫ ଜଣ କରୋନାରେ ସଂକ୍ରମିତ ଥିବା ଜଣାପଡିଛି। ସେହିପରି ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ଅତିକ୍ରମ କରି ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦକୁ ନେଇ ରକ୍ତ ସଂଘର୍ଷ: ୯ ମୃତ, ୨୫ ଆହତ

ଲକ୍ଷ୍ନୌ, ୧୭।୭: ଉତ୍ତର ପ୍ରଦେଶର ସୋନଭଦ୍ରରେ ବୁଧବାର ଏକ ଜମି ବିବାଦକୁ ଏକ ବିରାଟ ସଂଘର୍ଷ ଉପୁଜିଛି। ଉଭୟ ପକ୍ଷରୁ ହୋଇଥିବା ଗୁଳିବର୍ଷଣରେ ୯ ଜଣଙ୍କ...

ଦିନ ଦ୍ୱିପ୍ରହରରେ ରାସ୍ତା ମଝିରେ ବନ୍ଧୁକ ଦେଖାଇ ୨୫ଲକ୍ଷ ଲୁଟ୍‌

ଗାଜିଆବାଦ,୨୮।୩: ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ ଡାସନା ଅଞ୍ଚଳରେ ଥିବା ଏକ ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ଦିନ...

ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୭,୧୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ, ତୃତୀୟ ଲହର ନେଇ ଆତଙ୍କ…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ...

ଉତ୍ତରପ୍ରଦେଶରେ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ

ଲକ୍ଷ୍ନେ,୨୮।୩: ଉତ୍ତରପ୍ରଦେଶର ୪ ଜଣ ଦକ୍ଷିଣ ଆଫ୍ରିକା କରୋନା ଷ୍ଟ୍ରେନ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ଆଗ୍ରା ବାସିନ୍ଦା। ଅନ୍ୟ ଜଣେ ମଥୁରାର...

ଏଣିକି ଡ୍ରାଇଭରଙ୍କୁ ଶୋଇବାକୁ ଦେବ ନାହିଁ ଇସ୍ରାଏଲ ସେନ୍ସର ଡିଭାଇସ୍‌

ଲକ୍ଷ୍ନୌ,୧୫।୭: ରାଜ୍ୟରେ ବୃଦ୍ଧି ପାଇଥିବା ସଡ଼କ ଦୁର୍ଘଟଣାରୁ ବର୍ତ୍ତିବା ପାଇଁ ଉତ୍ତରପ୍ରଦେଶ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ କିଛି ଦିନ ତଳେ...

୧୦ମ ଫେଲ୍‌ ୩ ଯୁବକ ୨୦ ଦେଶର ୧ ହଜାର ପିଏଚ୍‌.ଡି. ଛାତ୍ରଙ୍କଠାରୁ ଠକିନେଲେ ୨ କୋଟି

ଗାଜିଆବାଦ,୭।୨: ପାଠଘର ଶୂନ କିନ୍ତୁ କାରନାମା ଅନେକ। ୧୦ମ ଫେଲ୍‌ ୩ ଯୁବକ ପିଏଚ୍‌.ଡି. ଛାତ୍ରମାନଙ୍କୁ ପାଣି ପିଆଇ ଦେଇଛନ୍ତି। କେବଳ ଦେଶରେ ନୁହେଁ, ବିଦେଶ...

୧୧ରୁ କାର୍ଯ୍ୟସ୍ଥଳରେ ଟିକା

ନୂଆଦିଲ୍ଲୀ, ୮।୪: ଦେଶରେ କରୋନା ସଂକ୍ରମଣ ହୁହୁ ହୋଇ ବଢ଼ୁଥିବାରୁ ଟିକାକରଣକୁ ଅଧିକ ବ୍ୟାପକ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧୧ରୁ...

Advertisement
Archives

Model This Week