୨୪ ଘଣ୍ଟାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫।୩ (ବ୍ୟୁରୋ):   ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର ଏବଂ କେନ୍ଦୁଝର ଜିଲାର ଅଳ୍ପ କେତେକ ସ୍ଥାନରେ ଏବଂ ନୂଆପଡା, ବଲାଙ୍ଗୀର, ବରଗଡ, ସୋନପୁର, ଅନୁଗୋଳ, ଦେବଗଡ, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ଝଡବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୧୬ ତାରିଖରେ ମଧ୍ୟ ୧୯ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୫ ତାରିଖ ପରଠାରୁ ରାଜ୍ୟରେ ତାତିର ପ୍ରକୋପ ବଢିବ। କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସକୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ତାତି ମଧ୍ୟ ବୃଦ୍ଧି ପାଇଲାଣି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣା ୩୭, ବଲାଙ୍ଗୀର ୩୬, ମାଲକାନଗିରି ୩୫.୮, ଭୁବନେଶ୍ୱର ୩୫.୪, ଅନୁଗୋଳ ୩୫.୯ ଏବଂ ରାୟଗଡାରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri