୨୪ ଘଣ୍ଟାରେ ଦେଶରେ ୧,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ: ମୃତକଙ୍କ ସଂଖ୍ୟା ୫ଶହ ଟପିଲା

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ନେଇ ଗୋଟିଏ ପଟେ ଦେଶର ଲକ୍‌ଡାଉନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହୋଇଯାଇଥିବା ବେଳେ ଅନ୍ୟପଟେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହଠାତ୍‌ ବୃଦ୍ଧି ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୫୩ ନୂଆ କରୋନା ସଂକମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୭,୨୬୫ରେ। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ଏହି ସୂଚନା ଏବେ ସମସ୍ତଙ୍କୁ ଦ୍ୱନ୍ଦ୍ୱରେ ପକାଇ ଦେଇଛି। ଏମାନଙ୍କ ମଧ୍ୟରୁ ୧୪,୧୭୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨,୫୪୭ ଜଣ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୪୩ଜଣଙ୍କ କରୋନା ଯୋଗୁ ମୃତ୍ୟୁ ମଧ୍ୟ ହେଲାଣି। ଗତ ୨୪ ଘଣ୍ଟାରେ ସବୁଠାରୁ ଅଧିକ ୩୬ ଜଣଙ୍କ ମୃତ୍ୟୁ ହୋଇଛିି। ତେବେ ମହାରାଷ୍ଟ୍ରରେ ସର୍ବଧିକ ୪,୨୦୩ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫୦୭ଜଣ ସୁସ୍ଥ ହୋଇଛନ୍ତି ଓ ୨୨୩ ଜଣଙ୍କ ମୃତ୍ୟୁ ହୋଇଛି। ଦିଲ୍ଲରେ ୨,୦୦୩ ସଂକ୍ରମିତ ଥିବା ବେଳେ ୭୨ ଜଣ ସୁସ୍ଥ ହୋଇଛନ୍ତି ଓ ୪୫ ଜଣଙ୍କ ମୃତ୍ୟୁ ହୋଇଛି। ରାଜସ୍ଥାନରେ ୧,୪୭୮ ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮୩ ସୁସ୍ଥ ଓ ୧୪ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ପ୍ରଚାର ମଇଦାନକୁ ଓହ୍ଲାଇବେ ଭାଜପାର ୩୭୦ ଏମ୍‌ପି !

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ରହିଛି। ଏବେ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଥିବା ବେଳେ ଭାରତୀୟ...

ପ୍ରକାଶ ପାଇଲା ଟପ୍‌ ଟେନ୍‌ ଧନଶାଳୀ ବ୍ୟକ୍ତି ତାଲିକା: ଓ୍ବାରେନ୍‌ ବଫେଟଙ୍କୁ ପଛରେ ପକାଇଲେ ମୁକେଶ

ନୂଆଦିଲ୍ଲୀ,୧୧।୭: ସମ୍ପତ୍ତି ମାମଲାରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଚେୟାରମ୍ୟାନ ମୁକେଶ ଅମ୍ବାନୀ ଓ୍ବାରେନ ବଫେଟଙ୍କୁ ପଛରେ ପକାଇଦେଇଛନ୍ତି। ବ୍ଲୁମମର୍ଗ ବିଲେନିୟର ଇଣ୍ଡେକ୍ସ ଅନୁଯାୟୀ ଗୁରୁବାର ସୁଦ୍ଧା ମୁକେଶଙ୍କ...

କଂଗେସକୁ ପୁଣି ଝଟ୍‌କା

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶ କଂଗ୍ରେସକୁ ପୁଣି ଏକ ଝଟ୍‌କା ଲାଗିଛି। ରବିବାର ଦଳର ଆଉ ଜଣେ ବିଧାୟକ ଦିଲ୍ଲୀରେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପ୍ରଦେଶ ଜିଏାର ପୁରୋଲା...

ସିଟ୍‌ ବେଲ୍ଟ ନ ବାନ୍ଧିବାରୁ ସ୍କୁଟି ଚାଳକଙ୍କ କଟିଲା ଚାଲାଣ

ଲକ୍ଷ୍ନୌ,୪।୧୦: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ଲାଗୁ ହୋଇଥିବା ନୂଆ ମୋଟରଯାନ ନିୟମ ପରେ ପ୍ରତିଦିନ କିଛି ନା କିଛି ନୂଆ ଘଟଣା ସାମ୍ନାକୁ ଆସିଛି।...

ଅଜୟ ଦେବଗନଙ୍କ ଗାଡ଼ିକୁ ମୁମ୍ବାଇରେ ଅଟକାଇଲେ ଆନ୍ଦୋଳନକାରୀ

ମୁମ୍ବାଇ,୩।୩ : ବଲିଉଡ ଅଭିନେତା ଅଜୟ ଦେବଗନଙ୍କ କାରକୁ ମୁମ୍ବାଇରେ ଜଣେ ବ୍ୟକ୍ତି ୧୫ ମିନିଟ୍‌ ପାଇଁ ଅଟକାଇ ଦେଇଥିଲେ। ଗତ ମାସରେ ଆମେରିକାନ ପପ୍‌...

କରୋନା ରୋକିବାକୁ ଏହି ପରାମର୍ଶ ଦେଲା ଡବ୍ଲ୍ୟୁଏଚ୍‌ଓ

ଓ୍ବାଶିଂଟନ,୯ା୧୨: କରୋନା ସଂକ୍ରମଣ ରୋକିବା ପାଇଁ ପରସ୍ପରକୁ ଆଲିଙ୍ଗନ ନ କରିବାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପରାମର୍ଶ ଦେଇଛି। ଡବ୍ଲ୍ୟୁଏଚ୍‌ଓ ଜରୁରିକାଳୀନ ବିଭାଗ ମୁଖ୍ୟ ଡ....

ଦେଶକୁ ମିଳିବ ୧୧ତମ ବନ୍ଦେ ଭାରତ ଏକ୍ସପ୍ରେସ: ଏହି ରାଜ୍ୟର ଦୁଇଟି ସହରକୁ ଯୋଡ଼ିବ ହାଇ ସ୍ପିଡ୍‌ ଟ୍ରେନ୍‌

ଭୋପାଳ,୨୮।୨: ଦେଶକୁ ଖୁବ୍‌ଶୀଘ୍ର ୧୧ତମ ବନ୍ଦେ ଭାରତ ଟ୍ରେନ୍‌ ମିଳିବାକୁ ଯାଉଛି। ଏଥିପାଇଁ ମଧ୍ୟପ୍ରଦେଶବାସୀଙ୍କ ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି। କେବଳ ଟ୍ରେନ୍‌ ରେକରର...

କେନ୍ଦ୍ରକୁ ୧୦ ଲକ୍ଷ ଡୋଜ କୋଭିଡ ଟିକା ମାଗିଲେ ୟୁପି ସରକାର

ଲକ୍ଷ୍ନୌ,୨।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶରେ ଟିକାକରଣ କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ କାର୍ଯ୍ୟ କରାଯାଉଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ରାଜ୍ୟରେ କୋଭିଡ ସ୍ଥିତିର...

Advertisement
Archives

Model This Week