୨୪ ଘଣ୍ଟାରେ ସର୍ବାଧିକ ଟେଷ୍ଟ: ଗୁରୁବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୁନା ପରୀକ୍ଷା ହୋଇଛି। ଗୁରୁବାର ୨୪୭୪ଟି ନମୁନା ପରୀକ୍ଷା ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆର୍‌ଏମ୍‌ଆର୍‌ସିରେ ୧୨୪୧, ଏମ୍‌ସରେ ୧୧୫, ଏସ୍‌ସିବିରେ ୫୪୮, ଏମ୍‌କେସିଜିରେ ୪୫, ଭୀମସାରରେ ୬୬, ଆଇଏଲ୍‌ଏସ୍‌ରେ ୩୭୭, ଆଇଜିଏସ୍‌ରେ ୬୩ ଓ ଆପୋଲୋରେ ୧୯ଟି ନମୁନା ପରୀକ୍ଷା ହୋଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩ ଜଣ ସୁସ୍ଥ ହୋଇସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ବନ୍ଦ ରହିଲା ସବୁ ମଲ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): କଟକ, ଭୁବନେଶ୍ୱର ଟ୍ବିନ୍‌ସିଟିରେ ସମସ୍ତ ଶପିଂ ମଲ୍‌କୁ ବନ୍ଦ କରିବାକୁ ରବିବାର କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସୋମବାର ରସୁଲଗଡ଼ ଏସ୍‌ପ୍ଲାନେଡ୍‌ ମଲ୍‌ରୁ...

ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ...

ଡିଜିପିଙ୍କ ନିକଟରେ ୨ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

କୋରାପୁଟ,୩।୧୦(ସ୍ବ.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତରେ ଯାଇଥିବା ବେଳେ ୨ ଜଣ ମହିଳା ମାଓବାଦୀ ତାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ...

ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ...

ହୀରାକୁଦରେ ପକ୍ଷୀ ସଂଖ୍ୟା ବଢ଼ିଲା

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ଜିଲାର ହୀରାକୁଦ ଡ୍ୟାମରେ ଚଳିତବର୍ଷ ପକ୍ଷୀସଂଖ୍ୟା ବୃଦ୍ଧି ପାଇଛି। ଶୁକ୍ରବାର ବନ ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ରିପୋର୍ଟରୁ ଏହା ଜଣାପଡିଛି। ମୋଟ...

ଏନ୍‌ଆର୍‌ସିକୁ ନବୀନଙ୍କ ନା

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ରାଜ୍ୟ ସରକାର ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆରସି)କୁ ସମର୍ଥନ କରନ୍ତି ନାହିଁ। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଏହା ସ୍ପଷ୍ଟ କରିଛନ୍ତି।...

କକାଙ୍କ ଶୁଦ୍ଧିକ୍ରିୟାକୁ ଆସି ପୋଖରୀରେ ବୁଡ଼ିଗଲେ ପୁତୁରା

ଉଦଳା,୧୦ା୩: କକାଙ୍କ ଶୁଦ୍ଧିକ୍ରିୟାକୁ ଆସିଥିବା ବେଳେ ପୋଖରୀରେ ବୁଡ଼ି ପୁତୁରାଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶୁଖୁଆସାହି ଅଞ୍ଚଳରେ ବୁଧବାର ଏହି...

ବାଘଛାଲ ସହ ୨ ବେପାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଅବାଧରେ ଚାଲିଛି। ଯେତେ ବାଘଛାଲ ଜବତ ହେଉଛି, ସେତେ ମିଳୁଛି। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌...

Advertisement
Archives

Model This Week