୨୪ ଘଣ୍ଟାରେ ୧୧୭ ବାଇକ ଜବତ

ଛତ୍ରପୁର,୭ା୪(ଡି.ଏନ.ଏ.)-କରୋନା ସଂକ୍ରମଣ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବାଇକ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ତଥାପି କେତେଜଣ ବାଇକ୍‌ ଧରି ବୁଲୁଥିବାରୁ ପୋଲିସ ଜବତ କରୁଛି। ଗତ ୨୪ ଘଣ୍ଟାରେ ବିଭିନ୍ନ ଥାନା ପକ୍ଷରୁ ୧୧୭ଟି ବାଇକ ଜବତ ହୋଇଛି। ଏଥିସହ ନିର୍ଦ୍ଦେଶନାମା ଉଲ୍ଲଂଘନ ନେଇ ୧୪ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି। ଆଇନ ଅନୁଯାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି: ‘ପଞ୍ଚାୟତର ସବୁ କର୍ମଚାରୀଙ୍କ ଲାଗି ସ୍ବାସ୍ଥ୍ୟବୀମା କରାଯାଉ’

ଭୁବନେଶ୍ୱର, ୧୫।୫(ବ୍ୟୁରୋ): କେବଳ ସ୍ବାସ୍ଥ୍ୟକର୍ମୀ କିମ୍ବା ସରପଞ୍ଚ ନୁହନ୍ତି ବରଂ ପଞ୍ଚାୟତସ୍ତରରେ କାର୍ଯ୍ୟରତ ଥିବା ସମସ୍ତ କର୍ମଚାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା ପ୍ରଦାନ କରାଯାଉ। ଏହାଦ୍ୱାରା ସ୍ଥାୟୀ...

ରୋଜଗାର ଦେଉଛି ମହୁଲଫୁଲ

ଉମରକୋଟ, ୩୦।୩(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳର ବଣ ପାହାଡ଼ ମହୁଲଫୁଲର ମହମହ ବାସ୍ନାରେ ମହକୁଛି। ଅଧିକାଂଶ ଆଦିବାସୀ ମହୁଲଫୁଲ ସଂଗ୍ରହକରି ପରିବାର ପୋଷଣ କରନ୍ତି।...

ବସଷ୍ଟାଣ୍ଡରେ ପ୍ରେମିକାଙ୍କୁ ଛାଡି ପ୍ରେମିକ ଫେରାର

ଅମରପାଲି,୧୫ା୧(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବସଷ୍ଟାଣ୍ଡରେ ଜଣେ ଯୁବକ ପ୍ରେମିକାଙ୍କୁ ଛାଡି ଫେରାର ହୋଇଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଯୁବତୀ ଜଣକ ଗର୍ଭବତୀ ଥିବା...

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ...

ଭତା ପାଏଲେ ଦୁଇ ଦିବ୍ୟାଙ୍ଗ ବହେନ୍‌

ଲୋଇସିଂହା,୧୩।୭(ଡି.ଏନ୍‌.ଏ): – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ସଦର ଗଁ। ର ଦୁଇ ଦିବ୍ୟାଙ୍ଗ ବହେନ୍‌ ଚାର ଭୋଇ(୪୫) ଆର ସୁଦ୍ରା(୪୦)। ବ୍ଲକ...

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ...

ବିର୍ଲା ଟାୟାର୍ସକୁ କାର୍ଯ୍ୟକ୍ଷମ କରିବାକୁ ନିବେଦନ

ବାଲେଶ୍ୱର ଅଫିସ,  ୨୨।୧ ବାଲେଶ୍ୱର ଜିଲାର ସର୍ବପୁରାତନ ଏବଂ ବୃହତ କାରଖାନା ବିର୍ଲା ଟାୟାର୍ସ ଦୀର୍ଘଦିନ ଧରି ବନ୍ଦ ରହିଥିବାରୁ ଏହା ଉପରେ ପ୍ରତ୍ୟକ୍ଷ ବା...

କ୍ଷେତ୍ର ସେବା ବେଳେ ଅସୁବିଧା ଭୋଗୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ, ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୦।୮- ବିଦ୍ୟୁତ୍‌ କ୍ଷେତ୍ରରେ କାର୍ଯ୍ୟକ୍ଷମତାକୁ ତ୍ୱରାନ୍ବିତ କରିବା ନେଇ ବାରିପଦା ପାୱାର ଏମ୍ପ୍ଲୋଇଜ ୟୁନିୟନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଘେରାଉ କରାଯାଇଛି। ଏଥିସହ ନିର୍ବାହୀ...

Advertisement
Archives

Model This Week