୨୪ ଘଣ୍ଟାରେ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି ସିରିଆ ବିଦ୍ରୋହୀ: ରୁଷିଆ

ମସ୍କୋ,୧୭।୮: ଗତ ୨୪ ଘଣ୍ଟା ମଧ୍ୟରେ ସିରିଆ ବିଦ୍ରୋହୀ ୩୧ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛନ୍ତି। ଏନେଇ ଶନିବାର ରୁଷିଆ ସୈନ୍ୟ ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ହାମା, ଇଦ୍‌ଲିବ୍‌, ଆଲେପ୍ପୋ, ଲଟାକିଆ ଆଦି ପ୍ରଦେଶରେ ବିଦ୍ରୋହୀ ଏପରି କରିଥିବା କୁହାଯାଉଛି। ଗୋଟିଏ ଦିନରେ କେତେ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି ସେନେଇ ପୂର୍ବରୁ ମେଜର ଜେନେରାଲ ଆଲେକ୍ସି ବାକିନ୍‌ ସୂଚନା ଦେଇଥିଲେ। ଏହାପରେ ରୁଷିଆ ପକ୍ଷରୁ ଏହାର ସରକାରୀ ଘୋଷଣା କରାଯାଇଥିଲା। ସୂଚନାଯୋଗ୍ୟ, ୨୦୧୧ ମାର୍ଚ୍ଚଠାରୁ ସିରିଆରେ ଜାରି ରହିଥିବା ଗୃହଯୁଦ୍ଧରେ ଇତିମଧ୍ୟରେ ୩ ଲକ୍ଷ ୭୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଜୀବନ ଭୟରେ ବହୁ ଲୋକ ଭିଟାମାଟି ଛାଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାବୁଲରୁ ଆଇଟିବିପି ଯବାନଙ୍କ ସହ ଭାରତ ଫେରିଲେ ୩ କୁକୁର

ଗାଜିଆବାଦ,୧୮।୮: ଆଫଗାନିସ୍ତାନର କାବୁଲରେ ଥିବା ଭାରତୀୟ ଦୂତାବାସର ସୁରକ୍ଷା ପାଇଁ ନିୟୋଜିତ ମାୟା, ରୁବି ଏବଂ ବବି ନାମକ ତିନିଟି ସ୍ନିଫର୍‌ କୁକୁର ମଙ୍ଗଳବାର ଇଣ୍ଡୋ-ତିବ୍ଦତୀୟ...

କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା

ରୋମ୍‌, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ...

ନ୍ୟୁଜ୍‌ ଶେୟାର ବନ୍ଦକଲା ଫେସ୍‌ବୁକ୍‌

କାନ୍‌ବେରା,୧୯ା୨: ମାର୍କ ଜୁକରବର୍ଗଙ୍କ ଫେସ୍‌ବୁକ୍‌ ଓ ଅଷ୍ଟ୍ରେଲିଆ ସରକାରଙ୍କ ମଧ୍ୟରେ ନ୍ୟୁଜ୍‌ କଣ୍ଟେଣ୍ଟ ପାଇଁ ପେମେଣ୍ଟକୁ ନେଇ ତିକ୍ତତା ବଢ଼ିବାରେ ଲାଗିଛି। ନୂଆ ଆଇନ ଉପରେ...

୨୦୨୫ ସୁଦ୍ଧା ଆଣବିକ ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବ ପାକିସ୍ତାନ: ନିୟନ୍ତ୍ରଣ ରେଖାରେ ଯୁଦ୍ଧ ହେଲେ ସୃଷ୍ଟି ହେବ ୧୬ରୁ ୩୬ ନିୟୁତ ଟନ୍‌ ଓଜନର କଳା ଧୂଆଁ

ଇସଲାମାବାଦ୍‌,୧୬।୧୧: ଆସନ୍ତା ୨୦୨୫ ସୁଦ୍ଧା ପାକିସ୍ତାନ ଏହାର ଯୁଦ୍ଧାସ୍ତ୍ର ସଂଖ୍ୟା ୨୫୦କୁ ବୃଦ୍ଧି କରିବାକୁ ଯୋଜନା ପ୍ରସ୍ତୁତ କରିଛି। ବେଆଇନ ଭାବେ ପାକିସ୍ତାନ ଉଦ୍ୟମ ଜାରି...

କମ୍ୟୁନିଷ୍ଟ ପାର୍ଟିର ଦାୟିତ୍ୱ ରିଷି କଟେଲଙ୍କୁ ଦେଲେ ସୁପ୍ରିମକୋର୍ଟ

କାଠମାଣ୍ଡୁ,୭।୩: ନେପାଳରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ରବିବାର ନେପାଳର ସୁପ୍ରିମକୋର୍ଟ କମ୍ୟୁନିଷ୍ଟ ପାର୍ଟିର ଦାୟିତ୍ୱ ରିଷି କଟେଲଙ୍କୁ ଦେଇଛନ୍ତି। ୨୦୧୮ରେ ସିପିଏନ୍‌-ୟୁଏମ୍‌ଏଲ୍‌ ଏବଂ ମାଓବାଦୀ...

ଅସୁବିଧାରେ ପକାଉଛି ଟୁଇଟର

ଟୁଇଟରରେ ଦେଉଥିବା ମନ୍ତବ୍ୟ ତାଙ୍କୁ ଅନେକ ସମୟରେ ଅସୁବିଧାରେ ପକାଉଛି ବୋଲି କହିଛନ୍ତି ସ୍ପେସ୍‌ ଏକ୍ସ ଓ ଟେସ୍‌ଲା ସିଇଓ ଏଲନ୍‌ ମସ୍କ। ଆମେରିକାର ଏକ...

ସମୁଦ୍ର ଭିତରେ ବୋଇଂ ବିମାନ ବ୍ୟବହାର କରି ଥିମ୍‌ ପାର୍କ କରିବ ବାହାରିନ

ମନାମା,୧୪।୬: ପର୍ଯ୍ୟଟନ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ପାଇଁ ବାହାରିନ ସରକାର ଏବେ ଏକ ନୂଆ ଉପାୟ ଆପଣେଇବାକୁ ଯାଉଛନ୍ତି। ଏଠାକାର ସରକାର ଆସନ୍ତା ଅଗଷ୍ଟରେ...

ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ଗିରଫ

ସରଜେଭୋ, ୨୪।୭: ବିଶିଷ୍ଟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ସାନ ଭାଇ ପ୍ରମୋଦ ମିତ୍ତଲଙ୍କୁ ୟୁରୋପ ପୋଲିସ ଗିରଫ କରିଛି। ତାଙ୍କ ନାଁରେ ୧୯.୩୨ କୋଟି ଟଙ୍କା...

Advertisement


Archives

Model This Week