Posted inଜାତୀୟ

୨୪ ଘଣ୍ଟା ମଧ୍ୟରେ ସେନାର ଦ୍ୱିତୀୟ ପ୍ରହାର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୪: ଜମ୍ମୁ-କଶ୍ମୀରରେ ୨୪ ଘଣ୍ଟା ମଧ୍ୟରେ ଭାରତୀୟ ସେନା ପକ୍ଷରୁ ଆତଙ୍କବାଦୀଙ୍କ ଉପରେ ଦ୍ୱିତୀୟ ପ୍ରହାର କରାଯାଇଛି । ଏଥିରେ ୫ ଆତଙ୍କବାଦୀ ନିହତ ହୋଇଛନ୍ତି । କୁପୱାରା ଜିଲାର ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ସେନା ପକ୍ଷରୁ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା । ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ ରଙ୍ଗଦୋରୀ ବହକଠାରେ ସେନାର ୮ ଜାଠ ରେଜିମେଣ୍ଟ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଥିଲେ । ସେନା ପକ୍ଷରୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଏହାର ଜବାବରେ ସେନା ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା । ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି । ସୂଚନାଯୋଗ୍ୟ, ପୂର୍ବରୁ ଶୁକ୍ରବାର ସେନାର ସର୍ଚ୍ଚ ଅପରେଶନ୍ ସମୟରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ଜଣେ ଯବାନ ଶହୀଦ୍ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ କାନ୍ଧରେ ବନ୍ଧୁକ ଫୁଟାଅ ନାହିଁ’

ନୂଆଦିଲ୍ଲୀ,୨୪।୧: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାର ଏବଂ ନ୍ୟାୟପାଳିକା ମଧ୍ୟରେ ବିବାଦ ଲାଗିରହିଥିବାବେଳେ ତାଙ୍କ କାନ୍ଧରେ ବନ୍ଧୁକ ନ ଫୁଟାଇବାକୁ ଦିଲ୍ଲୀ ହାଇକୋର୍ଟର...

ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ...

ପଞ୍ଚକୁଲା ହିଂସା: ହନିପ୍ରୀତଙ୍କୁ ଜାମିନ

ଚଣ୍ଡିଗଡ଼,୬।୧୧: ୨୦୧୭ର ବହୁ ଚର୍ଚ୍ଚିତ ପଞ୍ଚକୁଲା ହିଂସା ମାମଲାରେ ଆତ୍ମଘୋଷିତ ବାବା ଗୁରମିତ ସିଂହଙ୍କ ପୋଷ୍ୟକନ୍ୟା ହନିପ୍ରୀତ ସିଂହଙ୍କୁ ବୁଧବାର ଜାମିନ ମିଳିଛି। ଜାମିନ ମିଳିବାର...

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପ୍ରଯୋଜକ ମହେଶଙ୍କ ବୟାନ ରେକର୍ଡ

ମୁମ୍ବାଇ,୨୭।୭: ବଲିଉଡ୍‌ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ପଛର ରହସ୍ୟକୁ ଖୋଜିବାରେ ଲାଗିପଡ଼ିଛି ମୁମ୍ବାଇ ପୋଲିସ। ଏହି କ୍ରମରେ ସୁଶାନ୍ତଙ୍କ ପରିବାର,...

ନୂତନବର୍ଷ ଆରମ୍ଭରେ ଉପଲବ୍ଧ ହେବ କରୋନା ଟିକା: ୧୦ ବର୍ଷ ପର୍ଯ୍ୟନ୍ତ ରହିବ ଏହାର ପ୍ରଭାବ

ନୂଆଦିଲ୍ଲୀ,୧୮ା୧୦: କରୋନା ଭୂତାଣୁରେ ପରିବର୍ତ୍ତନ ହୋଇଥିଲେ ମଧ୍ୟ ଏହା ପାଇଁ ପ୍ରସ୍ତୁତ ଟିକା ଦୀର୍ଘ ସମୟ ପର୍ଯ୍ୟନ୍ତ ପ୍ରଭାବଶାଳୀ ରହିବ ବୋଲି ଆଇସିଏମ୍‌ଆରର ମହାନିର୍ଦ୍ଦେଶକ ଡକ୍ଟର...

ଅଣାୟତ୍ତ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ଅଲିମ୍ପିକ୍‌ ହକି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର…

ଚଣ୍ଡିଗଡ଼,୫।୮: ଭାରତୀୟ ପୁରୁଷ ହକି ଦଳ ଅଲିମ୍ପିକ୍‌ରେ ବ୍ରୋଞ୍ଜ୍‌ ପଦକ ହାସଲ କରିଛି। ପଞ୍ଜାବ ସରକାର ଟିମ୍‌ ଇଣ୍ଡିଆରେ ସାମିଲ ଥିବା ରାଜ୍ୟର ହକି ଖେଳାଳିଙ୍କ...

ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇଲେ ସ୍ବାମୀ

ଭୋପାଳ,୩୦ା୯: ମଧ୍ୟପ୍ରଦେଶର ଜଣେ ବ୍ୟକ୍ତି ଦ୍ୱିତୀୟ ସ୍ତ୍ରୀଙ୍କୁ ଭେଟିବା ପାଇଁ ତୃତୀୟ ସ୍ତ୍ରୀଙ୍କ ଘରେ କଳାକନା ବୁଲାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ...

Advertisement
Archives

Model This Week