୨୪ ଜିଲାକୁ ଡେଇଁଲା କରୋନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୪ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ସମ୍ବଲପୁର ଓ କନ୍ଧମାଳ ସହର ଯୋଡି ହୋଇଥିଲା। ତେବେ ବୁଧବାର ମାଲକାନଗିରିରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଆଉ ଏକ ଜିଲା ଏହି ତାଲିକାରେ ଯୋଡି ହୋଇଯାଇଛି।
ତେବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ଗଞ୍ଜାମ ଜିଲା ସର୍ବାଗ୍ରେ ରହିଛି। ଏହି ଜିଲାରେ ମୋଟ ୩୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୪୩ ସୁସ୍ଥ ହୋଇଥିବା ବେଳେ ୭୩୯ଜଣ ଚିକିତ୍ସାଧୀନ ଅଛନ୍ତି। ୬ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ନେଇଛି ୨୧୬ ପ୍ରାଣ

ଅନୁଗୋଳ ଅଫିସ, ୧୪ା୮ କେତେବେଳେ ପାଣି ତ ଆଉ କେବେ ମାରୁଛି ବଜ୍ରପାତ। ସାପ କାମୁଡ଼ାରେ ମଧ୍ୟ ଯାଉଛି ଅନେକଙ୍କ ଜୀବନ। ଗତ ୬ ବର୍ଷ...

ମେ’ ପହିଲାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ଚାଷୀ ପଞ୍ଜୀକରଣ କାର୍ଯ୍ୟ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ...

ବଢ଼ିଲା ବନ୍ଧୁକ ଚିନ୍ତା, ୨ ଦିନିଆ ରିମାଣ୍ଡରେ ଆଶିଷ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ବନ୍ଧୁକରେ ରୋମାନ୍ସବେଳେ ଗୁଳି ଫୁଟି ପ୍ରେମିକା ଆହତ ହେବା ଘଟଣାରେ ଗିରଫ ପ୍ରେମିକ ଆଶିଷ କୁମାର ନାୟକଙ୍କୁ ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛି।...

ଭାଣିଜୀ କାଠଫାଳିଆ ମାଡ଼ରେ ମାମୁଙ୍କ ମୃତ୍ୟୁ: ଭାଣିଜୀ ଗିରଫ

ବାଲେଶ୍ୱର ଅଫିସ,୨୦।୭: ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ଅଧୀନ ସାହାଦା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଭାଣିଜୀ କାଠଫାଳିିଆ ମାଡ଼ରେ...

୬୯୨୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

ଭୁବନେଶ୍ୱର,୧।୩(ବ୍ୟୁରୋ): ରାଜ୍ୟ ସରକାର ୬୯୨୩.୨୬ କୋଟି ଟଙ୍କାର ପୁଞ୍ଜିନିବେଶକୁ ଶନିବାର ଅନୁମୋଦନ କରିଛନ୍ତି। ୩ ପ୍ରକଳ୍ପ ମାଧ୍ୟମରେ ଏହି ନିବେଶ ଦ୍ୱାରା ୪୬୩୮ ନିଯୁକ୍ତି ସୁଯୋଗ...

ବଡ଼ଦାଣ୍ଡ ନାଳରେ ପଡ଼ି ମୃତ୍ୟୁ

ରାଜ୍ୟର ବିଭିନ୍ନ ସ୍ଥାନରେ ମୁକୁଳା ଡ୍ରେନ୍‌ରେ ପଡ଼ି ଲୋକଙ୍କ ମୃତ୍ୟୁ ଘଟିଥିବାର ଅନେକ ନଜିର ରହିଥିବାବେଳେ ପୁରୀ ବଡ଼ଦାଣ୍ଡରେ ଘଟିଛି ଅନୁରୂପ ଏକ ଘଟଣା। ମଙ୍ଗଳବାର...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ପଞ୍ଚାୟତ ଓ ପୌର ପରିଷଦ ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବରିଷ୍ଠ ଅଧିକାରୀ। ରବିବାର...

ଓଡ଼ିଶା ଫେଷ୍ଟରେ ସୁଦାମଙ୍କ ବାଲୁକା କଳା

ପୁରୀ ଅଫିସ, ୧୨।୧୧: ପ୍ରବାସୀ ଓଡ଼ିଆଙ୍କ ଦ୍ୱାରା ମୁମ୍ବାଇରେ ଆୟୋଜିତ ଓଡ଼ିଶା ଫେଷ୍ଟରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦାମ ପ୍ରଧାନ ବାଲୁକା କଳା ଏବଂ ସ୍ୟାଣ୍ଡ...

Advertisement
Archives

Model This Week