୨୫ରୁ ଘରୋଇ ବିମାନ ସେବା ବାତିଲ

ନୂଆଦିଲ୍ଲୀ, ୨୪ା୩: କରୋନା ଭାଇରସ୍‌ ଯୋଗୁ ଆସନ୍ତା ୨୫ରୁ ସମସ୍ତ ଘରୋଇ ବିମାନ ବନ୍ଦରହିବ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭୂତାଣୁ ଯେପରି ନ ବ୍ୟାପିବ, ସେଥିଲାଗି ବିମାନ ଯାତ୍ରା ଉପରେ କଟକଣା ଲଗାଯାଇଛି। ରବିବାରଠାରୁ ଭାରତ ସପ୍ତାହକ ଲାଗି ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ କଟକଣା ଲଗାଇଥିଲା। ଏବେ ଘରୋଇ ବିମାନଗୁଡ଼ିକ ମାର୍ଚ୍ଚ ୨୪ ରାତି ୧୨ରୁ ଚଳାଚଳ ବନ୍ଦ ରଖିବେ ବୋଲି ମନ୍ତ୍ରଣାଳୟର ମୁଖପାତ୍ର ପ୍ରକାଶ କରିଛନ୍ତି। ଏହି ସମୟ ମଧରେ ବଭିନ୍ନ ଘରୋଇ ବିମାନଗୁଡ଼ିକ ସେମାନଙ୍କ କାର୍ଯ୍ୟସ୍ଥଳୀରେ ପହଞ୍ଚିଯିବେ। ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ଏହି କଟକଣା ଲଗାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ମାଲ୍‌ବାହୀ ବିମାନଗୁଡ଼ିକ ଲାଗି ଏହା ଲାଗୁ କରାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ଅରୁଣ ଜେଟଲୀ ଅସୁସ୍ଥ

ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି।...

ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ: ରକ୍ତଦାନ କରିବା ତାଙ୍କର ନିଶା

ନୂଆଦିଲ୍ଲୀ,୧।୭: ରକ୍ତଦାନ ହେଉଛି ମହତ୍‌ ଦାନ। ଏନେଇ ଦେଶରେ ସଚେତନତା ଜାରି ରହିଛି। ତେବେ ଦିଲ୍ଲୀ ପୋଲିସ୍‌ର ୨ କନେଷ୍ଟବଳ ଦୀର୍ଘ ବର୍ଷ ଧରି ରକ୍ତଦାନ...

ଉତ୍ତର-ପୂର୍ବ ରାଜ୍ୟକୁ ଏଟିଏମ ନୁହେଁ, ‘ଅଷ୍ଟଲକ୍ଷ୍ମୀ’ ଭାବେ କରୁଛୁ ବିବେଚନା: ମୋଦି

ଦିମାପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗାଲାଣ୍ଡ ଏବଂ ମେଘାଳୟର ନିର୍ବାଚନୀ ରାଜ୍ୟ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ନାଗାଲାଣ୍ଡର ଦିମାପୁରରେ ପହଞ୍ଚି ସେଠାରେ ରାଲିକୁ ସମ୍ବୋଧିତ...

ଚାଇନାର ସାଇବର ଆକ୍ରମଣ ମଧ୍ୟରେ ଆଲର୍ଟରେ ସରକାର: କର୍ମଚାରୀଙ୍କ ପାଇଁ ଜାରି କଲେ ଏସ୍‌ଓପି

ନୂଆଦିଲ୍ଲୀ,୧୩।୧୨: ଚାଇନା କେବଳ ସୀମାରେ ନୁହେଁ, ସାଇବର ଆକ୍ରମଣ ମାଧ୍ୟମରେ ବି ଭାରତକୁ ପ୍ରଭାବିତ କରିବାକୁ ଚେଷ୍ଟା କରୁଛି। ନିକଟରେ ଦିଲ୍ଲୀ ଏମ୍ସରେ ସର୍ଭର ହ୍ୟାକର...

ଉତ୍ତରପ୍ରଦେଶ ରାଜନୀତିରେ ଝଡ଼: ଯୋଗୀଙ୍କ ପ୍ରେମିକା ବୋଲି ଦାବି କଲେ ମହିଳା

ଲକ୍ଷ୍ନୌ, ୮।୬: ଉତ୍ତରପ୍ରଦେଶ ରାଜନୀତିରେ ଏବେ ଝଡ଼ ଉଠିଛି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ପ୍ରେମିକା ବୋଲି ଦାବି କରିଛନ୍ତି। ତାଙ୍କ ସହିତ...

ଫାଶୀ ଦିଆଯିବା ପୂର୍ବରୁ ଠିକ୍‌ ଭାବେ ଖାଦ୍ୟ ଗ୍ରହଣ କରୁ ନାହାନ୍ତି ନିର୍ଭୟା ମାମଲାର ଦୋଷୀ

ନୂଆଦିଲ୍ଲୀ,୧୦।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଏବେ ଫାଶୀ ଦିଆଯିବାର ସମୟ ପାଖେଇ ଆସୁଥିବା ଜଣାପଡିଛି। ଆସନ୍ତା ୧୬ରେ ଏମାନଙ୍କୁ ଫାଶୀ...

ପୁଣି ୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ଯୋଗୁ ଆଉ ୬ ଜଣଙ୍କ ଜୀବନ ଯାଇଛି। ଫଳରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ଏହି ୬ ମୃତକଙ୍କ...

Advertisement
Archives

Model This Week