ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ତାମିଲନାଡୁ ଓ ଏହାର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅପସରି ଯାଇଛି। ଆସନ୍ତା ୨୫ରୁ ପୁଣି ଶୀତ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବେଶ କରିବ। ଏଥିଯୋଗୁ ସର୍ବନିମ୍ନ ତାପମାତ୍ର ୩ରୁ ୪ ଡିଗ୍ରୀ ସେଲ୍ସିୟସ ତଳକୁ ଖସିଯିବ। ପୁଣି ଥଣ୍ଡା ପ୍ରକୋପ ବଢ଼ିବା ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଗଜପତି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ା ୧୩.୨, ସୁନ୍ଦରଗଡ଼ ୧୩, ବରଗଡ଼ ୧୪.୮ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।
![](https://www.dharitri.com/wp-content/uploads/2024/07/Rain-Odisha.jpeg)
ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...
![](https://www.dharitri.com/wp-content/uploads/2024/07/7-15.jpg)
ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା
ଭୁବନେଶ୍ୱର, ୨୬।୭(ସୁନିତ୍ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...
![](https://www.dharitri.com/wp-content/uploads/2024/07/22-25.jpg)
କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...
![](https://www.dharitri.com/wp-content/uploads/2024/07/6-34.jpg)
ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...
![](https://www.dharitri.com/wp-content/uploads/2024/07/5-36.jpg)
ଜୀବିକା ଦେଇଛି ବାଉଁଶ କାରିଗରୀ
କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...
![](https://www.dharitri.com/wp-content/uploads/2024/07/56-3.jpg)
ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…
ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...
![](https://www.dharitri.com/wp-content/uploads/2024/07/3-56.jpg)
ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି
ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...
![](https://www.dharitri.com/wp-content/uploads/2024/07/27582b07-8056-4a76-bdfa-5689c901739f.jpeg)
ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…
ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍ରେ ରାଜ୍ୟର...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)