୨୫୦ରୁ ୧୯୮ଟି ସାମ୍ପୁଲ ନେଗେଟିଭ୍‌

ବାରିପଦା ଅଫିସ, ୧୫ା୪- କରୋନା ସନ୍ଦେହରେ ଜିଲାର ୨୫୦ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ଆସିଥିବା ୧୯୮ଟି ସାମ୍ପୁଲ ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବାକି ୫୨ଟି ସାମ୍ପୁଲର ରିପୋର୍ଟ ଆସି ନାହିଁ। ସେହିଭଳି ଜିଲାରେ ବିଦେଶରୁ ଫେରିଥିବା ୯୫ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଶେଷ ହୋଇଥିବା ବେଳେ ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ୧୨୨୧୯ ଜଣ ଶ୍ରମିକ ବିଭିନ୍ନ ରାଜ୍ୟରୁ ଜିଲାକୁ ଫେରିଥିବା ବେଳେ ୧୦୮୭୫ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଶେଷ ହୋଇଛି। ୧୩୪୪ ଜଣ ବର୍ତ୍ତମାନ ହୋମ୍‌ କ୍ୱାରାଣ୍ଟାଇନର ଅଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ଗୋଟିଏ ବି ପଜିଟିଭ କେସ୍‌ ଦେଖିବାକୁ ମିଳିନାହିଁ। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କରାଯାଇଛି। ସେହିଭଳି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିମାନଙ୍କ ଉପରେ ନଜର ରଖାଯାଉଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?